The Ultimate Managed Hosting Platform
ADVERTISEMENT

ଆଜି ବି ଶ୍ରୀ ଲିଙ୍ଗରାଜଙ୍କ ନୀତିକାନ୍ତି ବନ୍ଦ

Facebook
Twitter
LinkedIn

ଭୁବନେଶ୍ୱର : ଆଜି ମଧ୍ୟ ଶ୍ରୀ ଲିଙ୍ଗରାଜଙ୍କ ନୀତିକାନ୍ତି ବନ୍ଦ ରହିଛି । ଗତକାଲି ମଙ୍ଗଳ ଆଳତି ଠାରୁ ବନ୍ଦ ରହିଛି ନୀତିକାନ୍ତି । ବ୍ରାହ୍ମଣ ନିଯୋଗ ଓ ପୂଜାପଣ୍ଡାଙ୍କ ପକ୍ଷରୁ ନୀତିକାନ୍ତି ବନ୍ଦ । ବେବନେ୍ଦାବସ୍ତ ଜମି ବିବାଦକୁ ନେଇ ବନ୍ଦ ରହିଛି ନୀତିକାନ୍ତି । ଗତକାଲି ଠାରୁ ଖାଡା ଉପାସରେ ଅଛନ୍ତି ମହାପ୍ରଭୁ ଲିଙ୍ଗରାଜ । ଲିଙ୍ଗରାଜଙ୍କ ୨ ଏକର ଜମିରେ ବଡୁ ନିଯୋଗ ପକ୍ଷରୁ ଚାଲିଥିବା ଦୋକାନଘର ନିର୍ମାଣକୁ ବିରୋଧ କରି ସେବା କରୁନାହାନ୍ତି ବ୍ରାହ୍ମଣ ଓ ପୂଜାପଣ୍ଡା ନିଯୋଗ। ଅନ୍ୟପଟେ ବଡୁ ନିଯୋଗ କରିଆସୁଥିବା ନୀତି ଚାଲୁ ରଖିଥିବା ବେଳେ ସାହାଣମେଲା ଦର୍ଶନ ଜାରି ରହିଛି । ତେବେ ୧୨ ଘଣ୍ଟାରୁ ଅଧିକ ସମୟ ବିତି ଯାଇଥିଲେ ହେଁ ସମସ୍ୟାର ସମାଧାନ ପାଇଁ ମନ୍ଦିର ପ୍ରଶାସନ, ଦେବୋତ୍ତର କମିସନର କିମ୍ବା ସ୍ଥାନୀୟ ପ୍ରଶାସନ ପକ୍ଷରୁ କୌଣସି ତତ୍ପରତା ଦେଖିବାକୁ ମିଳିନାହିଁ। ଏହାକୁ ନେଇ ଭକ୍ତମାନଙ୍କ ମଧ୍ୟରେ ଅସନ୍ତୋଷ ବଢ଼ିବାରେ ଲାଗିଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

କୋଲକତା : ପଶ୍ଚିମବଙ୍ଗରେ ଓଡିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମମତା ବାନାର୍ଜୀଙ୍କୁ ଦିଲ୍ଲୀ ବିଜେପି ସାଂସଦ ବାଂଶୁରୀ ସ୍ୱରାଜଙ୍କ ଟାର୍ଗେଟ । ଝିଅମାନେ ରାତିରେ...

Login