The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ଆଜି ଭାଙ୍ଗିବନି ଶ୍ରୀବୈକୁଣ୍ଠ ଧାମ ଆଶ୍ରମ

Facebook
Twitter
LinkedIn

ଭୁବନେଶ୍ୱର : ଆଜି ବାଙ୍ଗିବନି ଶ୍ରୀବୈକୁଣ୍ଟଧାମ ଆଶ୍ରମ । ଆଶ୍ରମ ଉଚ୍ଛେଦ ଉପରେ ରହିତାଦେଶ ଲଗାଇଛନ୍ତି ହାଇକୋର୍ଟ । ଆସନ୍ତା ଡିସେମ୍ବର ୧୨ ତାରିଖ ପର୍ଯ୍ୟନ୍ତ ଆଶ୍ରମ ଉଚ୍ଛେଦ ଉପରେ ଲାଗିଛି ରହିତାଦେଶ । ଆଶ୍ରମ ଭଙ୍ଗା ଯିବା ନେଇ ବିଡିଏର ନିଷ୍ପତ୍ତିକୁ ଚ୍ୟାଲେଞ୍ଜ କରି ହାଇକୋର୍ଟଙ୍କ ଦ୍ୱାରସ୍ଥ୍ୟ ହୋଇଥିଲେ ଆଶ୍ରମ କର୍ତ୍ତୁପକ୍ଷ । ଆବେଦନକୁ ଗ୍ରହଣ କରି ରହିତାଦେଶ ଲଗାଇଛନ୍ତି ହାଇକୋର୍ଟ । ଏହି ନିଦେ୍ର୍ଦଶ ପରେ ଆଶ୍ରମ ଭଙ୍ଗା ଯିବନି ବୋଲି ସ୍ପଷ୍ଟ କରିଛି ବିଡିଏ । କୋର୍ଟଙ୍କ ରହିତାଦେଶ ପରେ ଧର୍ମର ଜୟ ହୋଇଛି ବୋଲି କହିଛନ୍ତି ବାବାଙ୍କ ସମର୍ଥକ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣାରେ ହେଲପଲାଇନ ନଂ ଜାରି- ୦୧୧-୨୪୬୧୦୮୪୩,୯୬୫୦୩୯୧୮୫୯

ଅହମ୍ମଦାବାଦ : ଅହମ୍ମଦାବାଦରୁ ଲଣ୍ଡନ ଯାଉଥିବା ଏୟାର ଇଣ୍ଡିଆର ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ପ୍ଲେନକ୍ରାସ ପରେ ଆକାଶ ଧୂଆଁମୟ । ଟେକଅଫ ସମୟରେ କ୍ରାସ...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦ : ଅହମ୍ମଦାବାଦ ବିମାନ ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ । ଏକ୍ସରେ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ମୋଦି । ଏହା ଆମ...

ADVERTISEMENT
ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦ : ୨ଟି ବଡ କୋଠାରେ ପିଟି ହୋଇଛି ଦୁର୍ଘଟଣାଗ୍ରସ୍ତ ବିମାନ । ଅହମ୍ମଦାବାଦ ମେଘାନୀ ନଗରରେ ୨ଟି ବିଲ୍ଡିଂରେ ପିଟି ହେଲା । ପ୍ରଥମେ ଜୁନିୟର...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦ : ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା । ୧୧୦ ଯାତ୍ରୀଙ୍କ ମୃତ୍ୟୁ ନେଇ ଜାତୀୟ ଗଣମାଧ୍ୟମର ସୂଚନା । ବିମାନଟି...

Login