The Ultimate Managed Hosting Platform
ADVERTISEMENT

ଆଜି ଭୁବନେଶ୍ୱର ଆସିବେ ରାଷ୍ଟ୍ରପତି, ଆସନ୍ତାକାଲି ପ୍ରବାସୀ ଭାରତୀୟ ଦିବସରେ ଯୋଗଦେବେ

Facebook
Twitter
LinkedIn

ଭୁବନେଶ୍ୱର : ଆଜି ଭୁବନେଶ୍ବରରେ ପହଞ୍ଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଅପରାହ୍ଣ ୪ଟା ୩୫ରେ ବିମାନବନ୍ଦରରେ ପହଞ୍ଚିବେ। ସେଠାରୁ ସିଧାସଳଖ ରାଜଭବନ ଯାଇ ସେଠାରେ ରାତ୍ରୀଯାପନ କରିବେ। ଆସନ୍ତାକାଲି ୧୮ତମ ପ୍ରବାସୀ ଭାରତୀୟ ଦିବସର ଉଦଯାପନୀ ସମାରୋହରେ ଯୋଗଦେବେ। ୧୧ଟା ବେଳକୁ ରାଜଭବନରୁ ସମ୍ମିଳନୀସ୍ଥଳ ଅଭିମୁଖେ ବାହାରିବେ। ସମାରୋହରେ ପ୍ରବାସୀଙ୍କ ଅବଦାନ ସମ୍ପର୍କରେ ଅଭିଭାଷଣ ରଖିବେ। ଏହାସହ ୧୭ଜଣ ପ୍ରବାସୀ ଭାରତୀୟଙ୍କୁ ପୁରସ୍କୃତ କରିବେ। ସେଠାରେ ପ୍ରାୟ ୫ଘଣ୍ଟା ବିତାଇବା ପରେ ପୁଣି ବିମାନବନ୍ଦର ଅଭିମୁଖେ ବାହାରିବେ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login