The Ultimate Managed Hosting Platform
ADVERTISEMENT

ଆଜି ମାଲକାନଗିରିରେ ସ୍କୁଲ ଛୁଟି

Facebook
Twitter
LinkedIn

ମାଲକାନଗିରି : ଆଜି ଜିଲ୍ଲାର ସବୁ ସ୍କୁଲ ଛୁଟି । ସ୍କୁଲ ଛୁଟି ଘୋଷଣା କଲେ ମାଲକାନଗିରି ଜିଲ୍ଲାପାଳ । ସରକାରୀ ଓ ବେସରକାରୀ ସ୍କୁଲ ଛୁଟି ଘୋଷଣା । ସମ୍ଭାବ୍ୟ ଅବପାତଜନିତ ବର୍ଷା ନେଇ ସ୍କୁଲ ଛୁଟି । ଶିକ୍ଷକମାନେ ସ୍କୁଲ ଉପସ୍ଥିତ ରହିବାକୁ ନିଦେ୍ର୍ଦଶ । ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ ଆଗାମୀ ୧୨ ଘଣ୍ଟା ମଧ୍ୟରେ ଉତ୍ତର ଏବଂ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାକୁ ଯାଉଛି। ସେପ୍ଟେମ୍ବର ୨୬ ତାରିଖ ସନ୍ଧ୍ୟା ସୁଦ୍ଧା ଏହା ଅବପାତରେ ପରିଣତ ହେବାର ସମ୍ଭାବନା ଅଛି ଏବଂ ୨୭ ତାରିଖ ସକାଳେ ଏହା ଦକ୍ଷିଣ ଓଡିଶା ଓ ଉତ୍ତର ଆନ୍ଧ୍ର ଉପକୂଳ ଦେଇ ଅତିକ୍ରମ କରିବ। ଏହାର ପ୍ରଭାବରେ କୋରାପୁଟ ଏବଂ ମାଲକାନଗିରି ଜିଲ୍ଲାରେ ଅତିପ୍ରବଳ ବର୍ଷା ହେବା ସହିତ ଅନ୍ୟାନ୍ୟ ଦକ୍ଷିଣ ଓଡ଼ିଶା ଜିଲ୍ଲାମାନଙ୍କରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଜଙ୍ଗଲରେ ଯୁବକ ଯୁବତୀଙ୍କ ମୃତଦେହ

ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁ ; ଯବାନ ସ୍ୱାମୀ ଅଟକ

କୋରାପୁଟ : ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁକୁ ନେଇ ଯବାନ ସ୍ୱାମୀଙ୍କୁ ଅଟକ ରଖିଲା ପୋଲିସ । ଘର ଭିତରେ ପୋଡିଯାଇ ଆଇଆରବି ଯବାନଙ୍କ ପତ୍ନୀଙ୍କ ମୃତ୍ୟୁ ମାମଲା...

ADVERTISEMENT
ଓଏସଏସସି ସ୍କାମ ; ସିବିଆଇ ତଦନ୍ତ ଦାବି

CBI ଜାଲରେ RPF ହାବିଲଦାର

ରାଉରକେଲା : ସିବିଆଇ ଜାଲରେ ବନ୍ଧମୁଣ୍ଡା ଅଞ୍ଚଳର ଆରପିଏଫ ହାବିଲଦାର । ୧୫ ହଜାର ଟଙ୍କା ଲାଞ୍ଚ ନେଇ ଆରପିଏଫ ହାବିଲହାର ମହମ୍ମଦ ଇଜହାର କାବୁ ।...

Login