The Ultimate Managed Hosting Platform
ADVERTISEMENT

ଆଜି ମେଡିକାଲ ପ୍ରବେଶିକା ପରୀକ୍ଷା ‘ ନିଟ୍ ‘

Facebook
Twitter
LinkedIn

ଭୁବନେଶ୍ୱର : ଆଜି ମେଡିକାଲ ପ୍ରବେଶିକା ପରୀକ୍ଷା ‘ନିଟ୍’ । ମେଡିକାଲ ପାଠ୍ୟକ୍ରମରେ ନାମଲେଖା ପାଇଁ ଆଜି ନିଟ୍ ୟୁଜି । ନ୍ୟାସନାଲ୍ ଟେଷ୍ଚିଂ ଏଜେନ୍ସୀ ବା ଏନଟିଏ ଏହି ପ୍ରବେଶିକା କରୁଛି । ଦେଶରେ ୨୦ଲକ୍ଷ ୫୯ହଜାର ଛାତ୍ରଛାତ୍ରୀ ଦେବେ ନିଟ୍ । ଏଥିପାଇଁ ରାଜ୍ୟର ୨୭ଟି ସହରରେ ୧୨୫ଟି ପରୀକ୍ଷା କେନ୍ଦ୍ର କରାଯାଇଛି । ଓଡ଼ିଶାରୁ ଅଛନ୍ତି ୫୬ହଜାର ୮୮୯ ଛାତ୍ରଛାତ୍ରୀ । ଅପରାହ୍ଣ ୨ଟାରୁ ୫ଟା ୨୦ ଯାଏ ପରୀକ୍ଷା ଚାଲିବ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଘର ଭିତରେ ରକ୍ତାକ୍ତ ମୃତଦେହ

ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ

ପାଲଲହଡା : ପରକୀୟା ପ୍ରୀତି ହେଲା କାଳ । ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ । ଖମାର ଥାନା ସିଆରିମାଳିଆ...

ADVERTISEMENT
ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ଦୁର୍ଘଟଣା ; ଚାଲିଗଲା ଗୋଟିଏ ପରିବାରର ୬ ଜଣଙ୍କ ଜୀବନ

ଉତ୍ତରପ୍ରଦେଶ ; ଉତ୍ତରପ୍ରଦେଶର ମୋରାଦାବାଦରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଯେଉଁଥିରେ ଗୋଟିଏ ପରିବାରର ୬ ସଦସ୍ୟଙ୍କର ମୃତ୍ୟୁ ଘଟିଛି । ଏକ ଦ୍ରୁତଗାମୀ...

ଯୁବପିଢୀଙ୍କ କ୍ଷେତ୍ରରେ କାହିଁକି ବଢୁଛି ଆତ୍ମହତ୍ୟା ?

କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାଉରକେଲା : ଝୁଲନ୍ତା ଅବସ୍ଥାରେ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର । ଉଦିତନଗର ଥାନା ବାସନ୍ତୀ କଲୋନୀ ବାସଭବନରୁ ଉଦ୍ଧାର । କେଉଁ ପରିସ୍ଥିତିରେ ପୋଲିସ କର୍ମଚାରୀ ଏଭଳି...

Login