The Ultimate Managed Hosting Platform
ADVERTISEMENT

ଆଜି ରଥଯାତ୍ରା ସମନ୍ୱୟ ବୈଠକ

Facebook
Twitter
LinkedIn

ପୁରୀ : ଆଜି ବସିବ ଦ୍ୱିତୀୟ ରଥଯାତ୍ରା ସମନ୍ୱୟ ବୈଠକ । ଆଇନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ । ଏଥିରେ ବିଭାଗୀୟ ଅଧିକାରୀ ସେମାନଙ୍କ ବିଭାଗର ଆକ୍ସନ ପ୍ଲାନ ରିପୋର୍ଟ ଦାଖଲ କରିବେ । ରଥନିର୍ମାଣ ଠାରୁ ଆରମ୍ଭ କରି ରଥଯାତ୍ରା କିଭଳି ଶୃଙ୍ଖଳିତ ହୋଇପାରିବ, ନୀତିକାନ୍ତି କିଭଳି ଶୃଙ୍ଖଳିତ ହୋଇପାରିବ, ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ, ଆଇନ ବ୍ୟବସ୍ଥା ଓ ରଥଯାତ୍ରା ବ୍ୟବସ୍ଥା ନେଇ ଆଲୋଚନା ହେବ। ବୈଠକରେ ଜିଲ୍ଲାପାଳ, ଏସପି, ବିଧାୟକ, ଶ୍ରୀମନ୍ଦିର ପ୍ରଶାସନିକ ଅଧିକାରୀ, ସେବାୟତ, ବୁଦ୍ଧିଜୀବୀ ଓ ଗଣମାଧ୍ୟମ ପ୍ରତିନିଧି ଉପସ୍ଥିତ ରହିବେ। ଆସନ୍ତା ୨୭ ତାରିଖରେ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରାକୁ ଶୃଙ୍ଖଳିତ କରିବା ପାଇଁ ପ୍ରଶାସନିକ ପ୍ରସ୍ତୁତି ଆରମ୍ଭ କରିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ଆଜି ବିଶ୍ୱ ଏଡସ ଦିବସ, ଅକ୍ଟୋବର ସୁଦ୍ଧା ୨୪୬୨ HIV ପଜିଟିଭ

ଆଜି ବିଶ୍ୱ ଏଡସ ଦିବସ, ଅକ୍ଟୋବର ସୁଦ୍ଧା ୨୪୬୨ HIV ପଜିଟିଭ

ଭୁବନେଶ୍ୱର : ବିଶ୍ୱ ଏଡସ ଦିବସରେ କ୍ୟାପିଟାଲ ହସ୍ପିଟାଲ ପରିସରରେ ସଚେତନତା ରାଲି ।ପତାକା ଦେଖାଇ ଉଦଘାଟନ କଲେ ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ । ରାଜ୍ୟରେ...

Login