The Ultimate Managed Hosting Platform
ADVERTISEMENT

ଆଜି ରାଜ୍ୟ କ୍ୟାବିନେଟ ବୈଠକ

Facebook
Twitter
LinkedIn

ଭୁବନେଶ୍ୱର : ଆଜି ବସିବ ରାଜ୍ୟ କ୍ୟାବିନେଟ ବୈଠକ । ମୁଖ୍ୟମନ୍ତ୍ରୀଙ୍କ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ । ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବରେ ବାଜିପାରେ ମୋହର । ବହୁ ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବ ଉପରେ କ୍ୟାବିନେଟ୍ ମୋହର ବାଜିବ ବୋଲି ଚର୍ଚ୍ଚା ହେଉଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବାଗେଶ୍ୱର ଧାମ ନିକଟରେ କାନ୍ଥ ଭୁଶୁଡି ଜଣଙ୍କର ଜୀବନ ଗଲା , ୧୧ ଜଣ ଆହତ

ବାଗେଶ୍ୱର ଧାମ ନିକଟରେ କାନ୍ଥ ଭୁଶୁଡି ଜଣଙ୍କର ଜୀବନ ଗଲା , ୧୧ ଜଣ ଆହତ

ନୂଆଦିଲ୍ଲୀ : ବାଗେଶ୍ୱର ଧାମରେ ଭୁଶୁଡିଲା କୋଠା । ମଧ୍ୟପ୍ରଦେଶ ଛତରପୁର ଜିଲ୍ଲା ବାଗେଶ୍ୱର ଧାମନିକଟରେ ଥିବା ଏକ ଢାବାରେ କାନ୍ଥ ଭୁଶୁଡିପଡିଛି । ଏହି ଘଟଣାରେ...

ଆମେରିକାରେ ଗୁଳିକାଣ୍ଡ, ୩ ଜଣଙ୍କର ଜୀବନ ଯାଇଥିବା ବେଳେ ୧୦ ଜଣ ଆହତ

ଆମେରିକାରେ ଗୁଳିକାଣ୍ଡ, ୩ ଜଣଙ୍କର ଜୀବନ ଯାଇଥିବା ବେଳେ ୧୦ ଜଣ ଆହତ

ନୂଆଦିଲ୍ଲୀ : ଆମେରିକାରେ ପୁଣି ଥରେ ଗୁଳିକାଣ୍ଡର ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି । ସୋମବାର ସକାଳେ ଦକ୍ଷିଣ ଫିଲାଡେଲଫିଆର ଏକ ଅଞ୍ଚଳରେ ଗୁଳିକାଣ୍ଡ...

ADVERTISEMENT

Login