The Ultimate Managed Hosting Platform
ADVERTISEMENT

ଆଜି ଲୋକାର୍ପିତ ହେବ କଟକ ନେତାଜୀ ବସ ଟର୍ମିନାଲ

Facebook
Twitter
LinkedIn

କଟକ : ବହୁ ପ୍ରତୀକ୍ଷାର ଅନ୍ତ ଘଟିଛି । ଆଜି ଲୋକାର୍ପିତ ହେବ କଟକ ନେତାଜୀ ବସ ଟର୍ମିନାଲ। ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଅପରାହ୍ନ ୪ଟା ୩୦ରେ ହେବ ଉଦଘାଟନ । ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ ଲୋକାର୍ପିତ ହେବ ଖାନନଗରସ୍ଥିତ ସିଏନବିଟି। ଏନେଇ ସମସ୍ତ ପ୍ରସ୍ତୁତି ଅନ୍ତିମ ପର୍ୟ୍ୟାୟରେ ପହଞ୍ଚିଛି। ୧୬ ଏକରରୁ ଅଧିକ ଅଞ୍ଚଳରେ ନିର୍ମିତ ଏହି ବସ ଟର୍ମିନାଲ ପାଇଁ ୮୪ କୋଟି ଟଙ୍କା ଖର୍ଚ୍ଚ କରାଯାଇଛି। ଏହି ନୂଆ ବସ ଟର୍ମିନାଲର ଲୋକାର୍ପଣ କଟକ ସହରକୁ ଏକ ନୂଆ ପରିଚୟ ଦେବ ବୋଲି କୁହାଯାଇଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login