The Ultimate Managed Hosting Platform
ADVERTISEMENT

ଆଜି ଶ୍ରୀଜୀଉଙ୍କ ବନକଲାଗି ନୀତି, ୫ ଘଣ୍ଟା ଦର୍ଶନ ବନ୍ଦ

Facebook
Twitter
LinkedIn

ପୁରୀ : ଆଜି ଶ୍ରୀଜୀଉଙ୍କ ବନକଲାଗି ନୀତି । ଆଜି ୫ ଘଣ୍ଟା ପର୍ୟ୍ୟନ୍ତ ଜଗା ଦର୍ଶନ ବନ୍ଦ । ମାର୍ଗଶୀର କୃଷ୍ଣ ଦ୍ଵାଦଶୀ ତିଥିରେ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ। ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଏହି ଗୁପ୍ତନୀତି ସମାପନ କରାଯିବ। ଏନେଇ ଆପାତତଃ ଅପରାହ୍ନ ୫ଘଟିକା ଠାରୁ ରାତ୍ର ୧୦ଘଟିକା ପର୍ୟ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଦତ୍ତ ମହାପାତ୍ର ଓ ଦଇତାପତି ସେବକ ମାନଙ୍କ ଦ୍ୱାରା ଏହି ଗୁପ୍ତନୀତି ସମ୍ପାଦନ କରାଯିବ। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏହି ସୂଚନା ପ୍ରଦାନ କରାଯାଇଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login