The Ultimate Managed Hosting Platform
ADVERTISEMENT

ଆଜି ଶ୍ରୀମନ୍ଦିରରେ ରାଜରାଜେଶ୍ୱର ବା ସୁନାବେଶରେ ଦଶର୍ନ ଦେବେ ମହାପ୍ରଭୁ

Facebook
Twitter
LinkedIn

ଆଜି କାର୍ତ୍ତକ ପୂର୍ଣ୍ଣମୀ।  ଶ୍ରୀମନ୍ଦିରରେ ରାଜରାଜେଶ୍ୱର ବା ସୁନାବେଶରେ ଦର୍ଶନ ପାଇଁ ଭୋରରୁ ଲାଗିଛି ଭକ୍ତଙ୍କ ଭିଡ଼ । ତେବେ ଆଜି ଚନ୍ଦ୍ର ଗ୍ରହଣ ଥିବାରୁ ଶ୍ରୀଜିଉଙ୍କ ସ୍ୱତନ୍ତ୍ର ନୀତି କରାଯାଇଛି। ରାତି ୧୨ଟା ୧୫ରେ ଦ୍ୱାର ଫିଟା ଯାଇ ମଙ୍ଗଳଆଳତି ସହ ସମସ୍ତ ନୀତି କରାଯାଇଥିଲା।  ପରେ ରାତି ୨ଟା ୫୦ରେ ମହାପ୍ରଭୁଙ୍କ ଦୁର୍ଲଭ ରାଜରାଜେଶ୍ୱର ବେଶ ସଂପନ୍ନ କରାଯାଇଥିଲା।  ଭୋର ୪ଟା ୩୫ରେ ଭୋଗ ମଣ୍ଡପ ଅନୁଷ୍ଠିତ ହୋଇଥିଲା।  ଏହା ୫ଟା ୪୦ରେ ଶେଷ ପରେ ଭକ୍ତ ମାନେ ଶ୍ରୀଜିଉଙ୍କୁ ସୁନା ବେଶରେ ଦର୍ଶନ କରୁଛନ୍ତି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ସଂସଦ ଡ୍ରାମା, ନାରାବାଜୀ ସ୍ଥାନ ନୁହେଁ : ମୋଦି

ସଂସଦ ଡ୍ରାମା, ନାରାବାଜୀ ସ୍ଥାନ ନୁହେଁ : ମୋଦି

ନୂଆଦିଲ୍ଲୀ : ସଂସଦର ଶୀତ ଅଧିବେଶନ ପୂର୍ବରୁ ପ୍ରଧାନମନ୍ତ୍ରୀ ମୋାଦିଙ୍କ ସମ୍ବୋଧନ । ପରାଜୟର ନିରାଶାରୁ ବିରୋଧିଙ୍କୁ ବାହାରିବାକୁ ଅପିଲ କଲେ ମୋଦି ।କିଛି ବିରୋଧୀ ଦଳ...

ADVERTISEMENT

Login