The Ultimate Managed Hosting Platform
ADVERTISEMENT

ଆଜିଠୁ ସଂସଦର ଶୀତ ଅଧିବେଶନ

Facebook
Twitter
LinkedIn

ନୂଆଦିଲ୍ଲୀ : ଆଜିଠୁ ସଂସଦର ଶୀତକାଳୀନ ଅଧିବେଶନ । ଡିସେମ୍ବର ୨୦ ଯାଏଁ ଚାଲିବ ଶୀତ ଅଧିବେଶନ । ଉପସ୍ଥାପନ ହେବ ୧୫ରୁ ଅଧିକ ବିଲ୍ । ବିଭିନ୍ନ ପ୍ରସଙ୍ଗରେ ଶାସକ ଦଳକୁ ଘେରିବାକୁ ବିରୋଧି ପ୍ରସ୍ତୁତ । ବିଭିନ୍ନ ପ୍ରସଙ୍ଗରେ ଶାସକ ଦଳକୁ ଘେରିବାକୁ ବିରୋଧି ପ୍ରସ୍ତୁତ । ଚଳିତ ଅଧିବେଶନରେ ୱାକଫ୍ ସଂଶୋଧନ ବିଲ୍ ସମେତ ମୋଟ ୧୬ଟି ବିଲ୍ ତାଲିକାଭୁକ୍ତ ହୋଇଥିବା ବେଳେ ମଣିପୁରରେ ଚାଲିଥିବା ଜାତିଗତ ହିଂସା ଏବଂ ଶିଳ୍ପପତି ଗୌତମ ଆଦାନୀଙ୍କ ବିରୋଧରେ ଲାଞ୍ଚ ଅଭିଯୋଗ ପ୍ରସଙ୍ଗକୁ ଉଠାଇପାରନ୍ତି ବିରୋଧୀ।
ସଂସଦରେ ଆଦାନୀଙ୍କ ବିରୋଧରେ ଆସିଥିବା ଅଭିଯୋଗ ପ୍ରସଙ୍ଗ ନେଇ ହଙ୍ଗାମା ହୋଇପାରେ। ଆଦାନୀ ପ୍ରସଙ୍ଗରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧି ମିଳିତ ସଂସଦୀୟ କମିଟି ଦ୍ୱାରା ଅଭିଯୋଗର ତଦନ୍ତ ଦାବି କରିଛନ୍ତି। ଶୀତ ଅଧିବେଶନ ପୂର୍ବରୁ ଗତକାଲି ବସିଥିଲା ସର୍ବଦଳୀୟ ବୈଠକ। ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ବସିଥିଲା।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login