ଆଜି ସାବିତ୍ରୀ ବ୍ରତ, ସ୍ୱାମୀଙ୍କ ଦୀର୍ଘାୟୁ କାମନା କରି କରୁଛନ୍ତି ଓଷା

ଭୁବନେଶ୍ୱର : ଆଜି ପବିତ୍ର ସାବିତ୍ରୀ ଅମାବାସ୍ୟା। ଓଡ଼ିଆ ଘରର ପରମ୍ପରା ଅନୁସାରେ ଆଜିର ଦିନରେ ସଧବା ମହିଳାମାନେ ସ୍ୱାମୀଙ୍କ ଦୀର୍ଘାୟୁ କାମନା କରି ସାବିତ୍ରୀ ବ୍ରତ ପଳନ କରିଥାନ୍ତି। ଆଉ ଏହା କାହିଁ କୋଉ କାଳରୁ ଚାଲି ଆସୁଛି । ଜ୍ୟେଷ୍ଠ ଅମାବାସ୍ୟା ଦିନ ସାବିତ୍ରୀ ଓଷା ପାଳନ କରାଯାଇଥାଏ। ଏ ପୂଜାର ଆରାଧ୍ୟା ଦେବୀ ହେଉଛନ୍ତି ମାଆ ସାବିତ୍ରୀ। ମହିଳାମାନେ ମନ୍ଦିରରେ ମାଆ ସାବିତ୍ରୀଙ୍କୁ ପୂଜାର୍ଚ୍ଚନା କରିବା ସହ ସ୍ୱାମୀଙ୍କ ଦୀର୍ଘ ଆୟୁଷ ପାଇଁ … Continue reading ଆଜି ସାବିତ୍ରୀ ବ୍ରତ, ସ୍ୱାମୀଙ୍କ ଦୀର୍ଘାୟୁ କାମନା କରି କରୁଛନ୍ତି ଓଷା