The Ultimate Managed Hosting Platform
ADVERTISEMENT

ଆଜି ସାହିଯାତର ଶେଷ ପର୍ବ, ଶ୍ରୀମନ୍ଦିରରେ ରାମାଭିଷେକ ନୀତି

Facebook
Twitter
LinkedIn

ପୁରୀ : ଶ୍ରୀରାମ ନବମୀରୁ ଆରମ୍ଭ ହୋଇଥିବା ଶ୍ରୀକ୍ଷେତ୍ର ସାହିଯାତ ମଧ୍ୟ ଚଳିତବର୍ଷ ପାଇଁ ଶେଷ ହେବ । ଆଜି ଶ୍ରୀମନ୍ଦିରରେ ମଧ୍ୟାହ୍ନଧୂପ ପରେ ନକ୍ଷତ୍ର ଦିଅଁ ଭିତରକୁ ବିଜେ କରିବା ପରେ ନକ୍ଷତ୍ର ବନ୍ଦାପନା କରାଯାଇ ନକ୍ଷତ୍ର ବେଢାକୁ ଦିଅଁ ବିଜେ କରିବେ ।
ଶ୍ରୀମନ୍ଦିରରେ ରାମାଭିଷେକ ନୀତି । ପବିତ୍ର ଶ୍ରବଣା ମକର ନକ୍ଷତ୍ରରେ ଆଜି ରାତିରେ ମହାପ୍ରଭୁଙ୍କ ରାମାଭିଷେକ ନୀତି ଅନୁଷ୍ଠିତ ହେବ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login