The Ultimate Managed Hosting Platform
ADVERTISEMENT

ଆଜି ହେବ ସୁପରଫାଇଟ, ମୁହାଁମୁହିଁ ହେବେ ଭାରତ-ଦକ୍ଷିଣ ଆଫ୍ରିକା

Facebook
Twitter
LinkedIn

କୋଲକତା : ଆଜି ଭାରତ-ଦକ୍ଷିଣ ଆଫ୍ରିକା ମୁକାବିଲା । ଇଡେନ ଗାର୍ଡେନରେ ମୁହାଁମୁହିଁ ହେବେ ୨ ଟାଇଟଲ ଫେଭରିଟ୍ । ଅପରାଜେୟ ଧାରା ବଜାୟ ଲକ୍ଷ୍ୟରେ ରୋହିତ ବାହିନୀ । ମ୍ୟାଚ୍ ଜିତି ଭାରତ ତାର ବିଜୟଧାରା ବଜାୟ ରଖିବାକୁ ପ୍ରୟାସ କରିବ । ସେମି ଟିକେଟ୍ ହାସଲ କରିଥିଲେ ମଧ୍ୟ ଭାରତ ଏହି ମ୍ୟାଚକୁ ଆଦୌ ହାଲୁକା ଭାବେ ନେବ ନାହିଁ ।ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଆହତ ହୋଇ ସମ୍ପୂର୍ଣ୍ଣ ବିଶ୍ବକପରୁ ବାଦ ପଡ଼ିଛନ୍ତି । ତେବେ ପାଣ୍ଡ୍ୟାଙ୍କ ଅନୁପସ୍ଥିତି ଭାରତ ପାଇଁ ସେତେଟା ସମସ୍ୟ ସୃଷ୍ଟି କରିବ ନାହିଁ । ଦକ୍ଷିଣ ଆଫ୍ରିକା ମଧ୍ୟ ୭ ମ୍ୟାଚ୍ ଖେଳି ୬ଟି ବିଜୟ ସହ ୧୨ ପଏଣ୍ଟ ପାଇ ତାଲିକାର ଦ୍ବିତୀୟ ସ୍ଥାନରେ ରହିଛି । ଶନିବାର ଖେଳାଯାଇଥିବା ମ୍ୟାଚରେ ପାକିସ୍ତାନଠାରୁ ନ୍ୟୁଜିଲାଣ୍ଡ ହାରିଯିବା ପରେ ଦ୍ବିତୀୟ ଦଳ ଭାବେ ସେମିରେ ପ୍ରବେଶ କରିବାରେ ସାମର୍ଥ ହୋଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login