ଆଜି ୧୩ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା, ୪୦ରୁ ୫୦ କିମି ବେଗରେ ବହିବ ପବନ

ଭୁବନେଶ୍ୱର : ମାତ୍ର ୩ ଦିନର ବ୍ୟବଧାନ ପରେ ୨୬ ତାରିଖରୁ ପଶ୍ଚିମା ଝଡ଼ ପୁଣି ସକ୍ରିୟ ହେବାକୁ ଯାଉଛି। ଏହାର ପ୍ରଭାବରେ ୨୬ ଓ ୨୭ ତାରିଖରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସହ ୪୦ରୁ ୫୦କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛଇ। ଏପରିକି କେତେକ ସ୍ଥାନରେ କୁଆପଥର ମାଡ଼ ହୋଇପାରେ। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ପାଣିପାଗ କେନ୍ଦ୍ରର ବୁଲେଟିନ୍ ଅନୁଯାୟୀ ୨୬ ତାରିଖରେ … Continue reading ଆଜି ୧୩ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା, ୪୦ରୁ ୫୦ କିମି ବେଗରେ ବହିବ ପବନ