The Ultimate Managed Hosting Platform
ADVERTISEMENT

ଆଜି ୧୮ ଲକ୍ଷ ହିତାଧିକାରୀଙ୍କ ଖାତାକୁ ଆସିବ ସୁଭଦ୍ରା ଟଙ୍କା

Facebook
Twitter
LinkedIn

ଭୁବନେଶ୍ବର: ଆଜି ‘ସୁଭଦ୍ରା’ ଯୋଜନାର ପ୍ରଥମ କିସ୍ତିର ଚତୁର୍ଥ ପର୍ୟ୍ୟାୟ ଟଙ୍କା ମିଳିବ । ଏଥିରେ ୧୮ ଲକ୍ଷରୁ ଊର୍ଦ୍ଧ୍ବ ମହିଳାଙ୍କ ବ୍ୟାଙ୍କ ଖାତାକୁ ଟଙ୍କା ଯିବ। ଯାଜପୁର ଜିଲ୍ଲା ବ୍ୟାସନଗରର ଚାନ୍ଦମା ପଡ଼ିଆ ଠାରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ୟ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ଟଙ୍କା ପ୍ରଦାନ କରିବେ । ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି । ଆସନ୍ତାକାଲି ୧୮ ଲକ୍ଷରୁ ଊର୍ଦ୍ଧ୍ବ ମହିଳାଙ୍କ ବ୍ୟାଙ୍କ ଖାତାକୁ ଟଙ୍କା ଯିବା ପରେ ମୋଟ୍ ଲାଭାର୍ଥୀଙ୍କ ସଂଖ୍ୟା ୯୮ ଲକ୍ଷରେ ପହଞ୍ଚିବ। ୬୮ ହଜାର ଲାଭାର୍ଥୀ ଏନପିସିଆଇ କରିସାରିଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login