The Ultimate Managed Hosting Platform
ADVERTISEMENT

ଆଜି ୪ ଘଣ୍ଟାରେ ଶ୍ରୀଜିଉଙ୍କ ଦର୍ଶନ ବନ୍ଦ

Facebook
Twitter
LinkedIn

ପୁରୀ : ଆଜି ଚିତା ଲାଗି ଆମାବାସ୍ୟା । ୪ ଘଣ୍ଟା ଶ୍ରୀଜିଉଙ୍କ ଦର୍ଶନ ବନ୍ଦ । ଶ୍ରୀବିଗ୍ରହଙ୍କ ଚିତାଲାଗି ନୀତି କାରଣରୁ ବନ୍ଦ ରହିବ ସାଧାରମଣ ଦର୍ଶନ । ଅପରାହ୍ନ ୨ଟା ୩୦ରୁ ସନ୍ଧ୍ୟା ୬ଟା ୩୦ ପର୍ଯ୍ୟନ୍ତ ଦର୍ଶନ ବନ୍ଦ । ଆଜି ମହାପ୍ରଭୁଙ୍କ ମସ୍ତକରେ ଲାଗି ହେବ ସୁବର୍ଣ୍ଣ ଚିତା । ଏଥିପାଇଁ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ । ଦ୍ୱିତୀୟ ଭୋଗମଣ୍ଡପ ପରେ ଅପରାହ୍ଣ ୨ଟା ୩୦ ରୁ ସନ୍ଧ୍ୟା ୬ଟା ୩୦ ଟା ଯାଏ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।ଚିତାଲାଗି ଅମାବାସ୍ୟା ଓଡ଼ିଶାର ଏକ ଗଣପର୍ବ। ଏହାଏହା ଶ୍ରାବଣ ମାସର ଅମାବାସ୍ୟା ତିଥିରେ ପାଳିତ ହୋଇଥାଏ । ଏହି ଦିନ ଶ୍ରୀମନ୍ଦିରରେ ଜଗନ୍ନାଥ, ବଳଭଦ୍ର, ସୁଭଦ୍ରାଙ୍କୁ ଚିତାଲାଗି ହୋଇଥାଏ । ଜଗନ୍ନାଥଙ୍କ ନିତିଦିନିଆ ପୂଜା ଓ ଧୂପ ଶେଷ ହେବା ପରେ ଦଇତାପତିମାନେ ତିନିଠାକୁରଙ୍କ ଲଲାଟରେ ସୁବର୍ଣ୍ଣ ଚିତାଲାଗି କରନ୍ତି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ

ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ

ପୁରୀ : ଶୁଭଙ୍କର ମିଶ୍ରଙ୍କ ବିବାଦୀୟ ମନ୍ତବ୍ୟକୁ ନେଇ ପୁରୀ ଜିଲ୍ଲାପାଳଙ୍କ ପ୍ରତିକ୍ରିୟା । ରିପୋର୍ଟ ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ କହିଲେ ପୁରୀ ଜିଲ୍ଲାପାଳ । ମନ୍ତବ୍ୟରେ...

ADVERTISEMENT
ରୁଷିଆକୁ ଯୁଦ୍ଧ ବନ୍ଦ କରିବାକୁ ନିଦେ୍ର୍ଦଶ ଦେଲେ ଟ୍ରମ୍ପ

ଆଫଗାନିସ୍ତାନ ନାଗରିକଙ୍କୁ ଆମେରିକା ମନା

ୱାସିଂଟନ : ଆଫଗାନିସ୍ତାନ ନାଗରିକଙ୍କୁ ଆମେରିକା ମନା । ୱାଶିଂଟନ୍ ଡିସି ଗୁଳିକାଣ୍ଡ ପରେ କଠୋର ପଦକ୍ଷେପ ନେଲା ଟ୍ରମ୍ପ ପ୍ରଶାସନ। ଆଫଗାନିସ୍ତାନ ପାସପୋର୍ଟଧାରୀଙ୍କ ଭିସା ବନ୍ଦ...

Login