The Ultimate Managed Hosting Platform
ADVERTISEMENT

ଆଜି ୫ ଘଣ୍ଟା ଶ୍ରୀଜିଉଙ୍କ ଦର୍ଶନ ବନ୍ଦ

Facebook
Twitter
LinkedIn

ପୁରୀ : ଆଜି ୫ ଘଣ୍ଟା ସର୍ବ ସାଧାରଣଙ୍କ ପାଇଁ ଶ୍ରୀଜିଉଙ୍କ ଦର୍ଶନ ବନ୍ଦ ରହିବ । ଆପାତତଃ ସନ୍ଧୟା ୫ରୁ ରାତି ୧୦ଟା ପ ର୍ଯ୍ୟନ୍ତ ଦର୍ଶନ ବନ୍ଦ ରହିବ । ଭାଦ୍ରବ ଶୁକ୍ଲ ଦ୍ୱାଦଶ ତିଥିରେ ବାମନ ଜନ୍ମ ନୀତି ପାଇଁ ଦର୍ଶନ ବନ୍ଦ ରହିବ । ଦ୍ୱାର ଫିଟିବା ପରେ ପରେ ଭକ୍ତମାନେ ଯେମିତି ପୂର୍ବରୁ ଦର୍ଶନ କରୁଥିଲେ ସେମିତି କରିପାରିବେ ବୋଲି ସୂଚନା ଦିଆଯାଇଛି ।
ସେପଟେ ଆଜି ଗଜପତିଙ୍କ ଶ୍ରୀନହରରେ ସୁନିଆଁ ପର୍ବ ଅନୁଷ୍ଠିତ ହେବ। ଗଜପତି ମହାରାଜ ସିଂହାସନ ଆରୋହଣ କରିବା ପରେ ନୂତନ ଅଙ୍କ ବର୍ଷର ଘୋଷଣା କରିଥାନ୍ତି। ରାଜଗୁରୁ ଓ ଶାସନ ବ୍ରାହ୍ମଣ ମାନେ ଗଜପତିଙ୍କୁ ଆର୍ଶୀବାଦ ପ୍ରଦାନ କରିବା ସହ ଭେଟି ମଧ୍ୟ ପ୍ରଦାନ କରିବେ । ଗଜପତି ମହାରାଜ ସ୍ବତନ୍ତ୍ର ପରିପାଟୀରେ ସିଂହାସନରେ ଉପବେଶନ କରିବା ପରେ ରାଜଗୁରୁ ଅନ୍ୟାନ ସେବାୟତଙ୍କ ଉପସ୍ଥିତିରେ ସୁବର୍ଣ୍ଣ ମୁଦ୍ରାରେ ଏହି ଅଙ୍କକୁ ଖୋଦେଇ କରାଯିବ । ଏହାପରେ ଏହି ମୁଦ୍ରାକୁ ପ୍ରଚଳନ କରାଯିବାର ପରମ୍ପରା ରହିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଜଙ୍ଗଲରେ ଯୁବକ ଯୁବତୀଙ୍କ ମୃତଦେହ

ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁ ; ଯବାନ ସ୍ୱାମୀ ଅଟକ

କୋରାପୁଟ : ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁକୁ ନେଇ ଯବାନ ସ୍ୱାମୀଙ୍କୁ ଅଟକ ରଖିଲା ପୋଲିସ । ଘର ଭିତରେ ପୋଡିଯାଇ ଆଇଆରବି ଯବାନଙ୍କ ପତ୍ନୀଙ୍କ ମୃତ୍ୟୁ ମାମଲା...

ADVERTISEMENT
ଓଏସଏସସି ସ୍କାମ ; ସିବିଆଇ ତଦନ୍ତ ଦାବି

CBI ଜାଲରେ RPF ହାବିଲଦାର

ରାଉରକେଲା : ସିବିଆଇ ଜାଲରେ ବନ୍ଧମୁଣ୍ଡା ଅଞ୍ଚଳର ଆରପିଏଫ ହାବିଲଦାର । ୧୫ ହଜାର ଟଙ୍କା ଲାଞ୍ଚ ନେଇ ଆରପିଏଫ ହାବିଲହାର ମହମ୍ମଦ ଇଜହାର କାବୁ ।...

Login