The Ultimate Managed Hosting Platform
ADVERTISEMENT

ଆଜି ୬ଟାରୁ ସନ୍ଧ୍ୟା ଦର୍ଶନ ବନ୍ଦ

Facebook
Twitter
LinkedIn

ପୁରୀ : ଆଜି ସନ୍ଧ୍ୟା ୬ ସମୟରୁ ସନ୍ଧ୍ୟା ଦର୍ଶନ ବନ୍ଦ । ଶ୍ରୀଗୁଣ୍ଡିଚା ମନ୍ଦିର ସିଂହଦ୍ୱାରରେ ସର୍ବସାଧାରଣ ପ୍ରବେଶ ବନ୍ଦ । ପ୍ରବେଶ ବନ୍ଦ ପରେ ଶ୍ରୀଗୁଣ୍ଡିଚା ମନ୍ଦିର ଶୋଧ ହେବ । ପରେ ଶ୍ରୀଜିଉଙ୍କ ଗୁରୁତ୍ୱପୂର୍ଣ୍ଣ ନୀତି ସମ୍ପାଦନ ହେବ । ଭିଡ ଓ ଶୃଙ୍ଖଳିତ ଦର୍ଶନକୁ ଦୃଷ୍ଟିରେ ରଖି ବ୍ୟାରିକେଡ୍ କୁ ମଧ୍ୟ ସଂପ୍ରସାରଣ କରାଯାଇଛି । ସେପଟେ ଆସନ୍ତାକାଲି ବାହୁଡାଯାତ୍ରାର ସମସ୍ତ ନୀତିକାନ୍ତିକୁ ସଅଳ କରିବା ପାଇଁ ସଂଧ୍ୟା ୬ଟାରୁ ସର୍ବସାଧାରଣଙ୍କ ଦର୍ଶନ ବ୍ୟବସ୍ଥା ବନ୍ଦ କରାଯାଇ ମହାପ୍ରଭୁଙ୍କ ନୀତିକାନ୍ତି କରାଯିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ କୁହାଯାଇଛି । ଆଜି ବିଳମ୍ବିତ ରାତିରେ ଦଇତାପତି ସେବାୟତଙ୍କ ଦ୍ବାରା ଶ୍ରୀମୁଖ ଖଣ୍ଡୁଆ,ବାହୁଟକଣ୍ଟ, କୁସୁମିଲାଗି କରାଯିବା ସହ କୋଠସୁଆଁସିଆ ସେବାୟତଙ୍କ ଦ୍ୱାରା ଚାରମାଳ ବନ୍ଧା ଯିବ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବନ୍ଦ ହେଲା କେଦାରନାଥ ଯାତ୍ରା , ପ୍ରବଳ ବର୍ଷା ପାଇଁ ପ୍ରଶାସନ ନେଲା ନିଷ୍ପତ୍ତି

ବନ୍ଦ ହେଲା କେଦାରନାଥ ଯାତ୍ରା , ପ୍ରବଳ ବର୍ଷା ପାଇଁ ପ୍ରଶାସନ ନେଲା ନିଷ୍ପତ୍ତି

ନୂଆଦିଲ୍ଲୀ : ଉତ୍ତରାଖଣ୍ଡର ରୁଦ୍ରପ୍ରୟାଗ ଏବଂ ଆଖପାଖ ଅଞ୍ଚଳରେ ପ୍ରବଳ ବର୍ଷା ଯୋଗୁଁ ଅଳକନନ୍ଦା ନଦୀର ଜଳସ୍ତର ବୃଦ୍ଧି ପାଇଛି । ତଥାପି, ନଦୀ ଏବେ ବି...

ସୁସ୍ଥ ହୋଇ ହସ୍ପିଟାଲରୁ ଡିସଚାର୍ଜ ହେଲେ ନବୀନ ପଟ୍ଟନାୟକ

ସୁସ୍ଥ ହୋଇ ହସ୍ପିଟାଲରୁ ଡିସଚାର୍ଜ ହେଲେ ନବୀନ ପଟ୍ଟନାୟକ

ଭୁବନେଶ୍ୱର : ସର୍ଭାଇକଲ ଆର୍ଥ୍ରାଇଟିସ ସର୍ଜରୀ ପରେ ସଂପୂର୍ଣ୍ଣ ସୁସ୍ଥ ହୋଇ ହସପିଟାଲରୁ ଡିସଚାର୍ଜ ହେଲେ ନବୀନ ପଟ୍ଟନାୟକ । ସୁସ୍ଥ ହେବା ସହ ସ୍ବାଭାବିକ ଚଲାବୁଲା...

ADVERTISEMENT

Login