The Ultimate Managed Hosting Platform
ADVERTISEMENT

ଆଡପ ଦର୍ଶନ ହେଲା ଶେଷ ଦର୍ଶନ

Facebook
Twitter
LinkedIn

ପୁରୀ : ଆଡପ ଦର୍ଶନ ହେଲା ଶେଷ ଦର୍ଶନ । ଜଣେ ଭକ୍ତଙ୍କ ମୃତ୍ୟୁ । ମହାପ୍ରଭୁଙ୍କ ଆଡପ ଦର୍ଶନ ସାରି ଫେରିବା ପରେ ଭକ୍ତଙ୍କ ମୃତ୍ୟୁ । ଗୁଣ୍ଡିଚା ମନ୍ଦିରରେ ଦର୍ଶନ ସାରି ଫେରି ଅସୁସ୍ଥ ଅନୁଭବ କରିଥିଲେ । ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି ପରେ ମୃତ ଘୋଷଣା । ମୃତ ଭକ୍ତ ଜଣଙ୍କ କାକଟପୁର ଅଞ୍ଚଳର ହୋଇଥିବା ସୂଚନା ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଜଙ୍ଗଲରେ ଯୁବକ ଯୁବତୀଙ୍କ ମୃତଦେହ

ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁ ; ଯବାନ ସ୍ୱାମୀ ଅଟକ

କୋରାପୁଟ : ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁକୁ ନେଇ ଯବାନ ସ୍ୱାମୀଙ୍କୁ ଅଟକ ରଖିଲା ପୋଲିସ । ଘର ଭିତରେ ପୋଡିଯାଇ ଆଇଆରବି ଯବାନଙ୍କ ପତ୍ନୀଙ୍କ ମୃତ୍ୟୁ ମାମଲା...

ADVERTISEMENT
ଓଏସଏସସି ସ୍କାମ ; ସିବିଆଇ ତଦନ୍ତ ଦାବି

CBI ଜାଲରେ RPF ହାବିଲଦାର

ରାଉରକେଲା : ସିବିଆଇ ଜାଲରେ ବନ୍ଧମୁଣ୍ଡା ଅଞ୍ଚଳର ଆରପିଏଫ ହାବିଲଦାର । ୧୫ ହଜାର ଟଙ୍କା ଲାଞ୍ଚ ନେଇ ଆରପିଏଫ ହାବିଲହାର ମହମ୍ମଦ ଇଜହାର କାବୁ ।...

Login