The Ultimate Managed Hosting Platform
ADVERTISEMENT

ଆଡଭାନୀଙ୍କୁ ଭାରତ ରତ୍ନ

Facebook
Twitter
LinkedIn

ନୂଆଦିଲ୍ଲୀ : ଭାରତ ରତ୍ନରେ ସମ୍ମାନିତ ହେଲେ ଲାଲକୃଷ୍ଣ ଆଡଭାନୀ । ଭେଟେରାଲ ବିଜେପି ନେତା ତଥା ପୂର୍ବତନ ଉପପ୍ରଧାନମନ୍ତ୍ରୀ ଆଡଭାନୀ । ଭାରତ ରତ୍ନ ସମ୍ମାନ ପ୍ରଦାନ କଲେ ରାଷ୍ଟ୍ରପତି । ଆଡଭାଣୀଙ୍କ ସ୍ୱାସ୍ଥାବସ୍ଥା ଖରାପ ଥିବାରୁ ରାଷ୍ଟ୍ରପତି ତାଙ୍କ ବାସଭବନକୁ ଯାଇ ଏହି ସମ୍ମାନ ପ୍ରଦାନ କରିଛନ୍ତି । ସେଠାରେ ଉପସ୍ଥିତ ଥିଲେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ସହ ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତିତ୍ୱ ।
ସ୍ୱାସ୍ଥାବସ୍ଥା ଠିକ ନଥିବାରୁ ଶନିବାର ରାଷ୍ଟ୍ରପତି ଭବନରେ ଆୟୋଜିତ ସମାରୋହରେ ଉପସ୍ଥିତ ହୋଇପାରିନଥିଲେ ଆଡଭାଣୀ । ଏଠାରେ ୪ ଜଣ ବ୍ୟକ୍ତିତ୍ୱ ପୂର୍ବତନ ପ୍ରଧାନମନ୍ତ୍ରୀ ପିଭି ନରସିଂହ ରାଓ, ଚୌଧୁରୀ ଚରଣ ସିଂ, ବିଶିଷ୍ଟ କୃଷି ବୈଜ୍ଞାନିକ ଏମଏସ ସ୍ୱାମୀନାଥନ ଏବଂ କର୍ପୂରୀ ଠାକୁରଙ୍କୁ ମରଣୋତ୍ତର ଭାରତ ରତ୍ନ ସମ୍ମାନରେ ସମ୍ମାନିତ କରାଯାଇଥିଲା ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login