The Ultimate Managed Hosting Platform
ADVERTISEMENT

ଆଣ୍ଟି ସବ୍ ମେରାଇନ ମିସାଇଲର ସଫଳ ପରୀକ୍ଷଣ

Facebook
Twitter
LinkedIn

ବାଲେଶ୍ବର: ଧାମରା ସ୍ଥିତ ଅବଦୁଲ କଲାମ ଦ୍ବୀପରୁ ସ୍ମାର୍ଟ-୩ ଆଣ୍ଟି ସବମେରାଇନ ମିସାଇଲର ସଫଳ ପରୀକ୍ଷଣ ହୋଇଛି। ଆଜି ସକାଳ ୮ଟା ୩୫ ମିନିଟରେ ଏହାର ପରୀକ୍ଷଣ ହୋଇଥିବା ଜଣାଯାଇଛି। ଡିଆରଡିଓ ପ୍ରସ୍ତୁତ ଏହି ମିସାଇଲର ୬୩୪ କିଲୋମିଟର ପର୍ୟ୍ୟନ୍ତ ଲକ୍ଷଭେଦ କ୍ଷମତା ରହିଛି। ଶତ୍ରୁପକ୍ଷର ସମସ୍ତ ଟାର୍ଗେଟକୁ ଏହା ଧ୍ୱଂସ କରିବାରେ ସକ୍ଷମ ବୋଲି ସୂଚନା ମିଳିଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login