The Ultimate Managed Hosting Platform
ADVERTISEMENT

ଆତ୍ମସମର୍ପଣ କଲା କୁଖ୍ୟାତ ମାଓବାଦୀ ବିଜୟ ପୁନେମ

Facebook
Twitter
LinkedIn

ରାୟଗଡ଼ା: ହାର୍ଡକୋର ମାଓବାଦୀ ବିଜୟ ପୁନେମ ଏଲିଆସ୍ ଅଜୟର ଆତ୍ମ ସମର୍ପଣ । ଆଜି ରାୟଗଡ଼ା ଏସପିଙ୍କ ନିକଟରେ ଆତ୍ମସମର୍ପଣ କରିଥିବା ଜଣାପଡ଼ିଛି। ବିଜୟର ଘର ଛତିଶଗଡ଼ ରାଜ୍ୟ ବାଟିଗୁଡା ଗ୍ରାମରେ। ସେ ଦୀର୍ଘ ବର୍ଷ ହେବ ବାସଧରା-ଘୁମୂସର-ନାଗାବଳୀ ଡିଭିଜନର କ୍ୟାଡର ମାଓବାଦୀ ଭାବେ କାର୍ୟ୍ୟ କରୁଥିଲେ। ସେ ୨୦୦୯ ମସିହାରେ ନକ୍ସଲ ସଂଗଠନରେ ମିଶିଥିଲେ। ପରେ ଟ୍ରେନିଂ ଶେଷ ହେବା ପରେ ତାକୁ ୨୦୧୪ ମସିହାରେ ନକ୍ସଲ ସଂଗଠନର ଏସିଏମ୍ ଦାୟିତ୍ୱ ମିଳିଥିଲା। ବିଜୟ ପୁନେମ ମାଓବାଦୀଙ୍କ ତୁଙ୍ଗନେତା ମୋଡେମ ବାଲକ୍ରୀଷ୍ନାଙ୍କ ସୁରକ୍ଷା ଏବଂ ଅଙ୍ଗରକ୍ଷୀ ରୂପେ ମଧ୍ୟ କାର୍ୟ୍ୟ କରିଥିବା ସୂଚନା ମିଳିଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଘର ଭିତରେ ରକ୍ତାକ୍ତ ମୃତଦେହ

ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ

ପାଲଲହଡା : ପରକୀୟା ପ୍ରୀତି ହେଲା କାଳ । ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ । ଖମାର ଥାନା ସିଆରିମାଳିଆ...

ADVERTISEMENT
ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ଦୁର୍ଘଟଣା ; ଚାଲିଗଲା ଗୋଟିଏ ପରିବାରର ୬ ଜଣଙ୍କ ଜୀବନ

ଉତ୍ତରପ୍ରଦେଶ ; ଉତ୍ତରପ୍ରଦେଶର ମୋରାଦାବାଦରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଯେଉଁଥିରେ ଗୋଟିଏ ପରିବାରର ୬ ସଦସ୍ୟଙ୍କର ମୃତ୍ୟୁ ଘଟିଛି । ଏକ ଦ୍ରୁତଗାମୀ...

ଯୁବପିଢୀଙ୍କ କ୍ଷେତ୍ରରେ କାହିଁକି ବଢୁଛି ଆତ୍ମହତ୍ୟା ?

କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାଉରକେଲା : ଝୁଲନ୍ତା ଅବସ୍ଥାରେ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର । ଉଦିତନଗର ଥାନା ବାସନ୍ତୀ କଲୋନୀ ବାସଭବନରୁ ଉଦ୍ଧାର । କେଉଁ ପରିସ୍ଥିତିରେ ପୋଲିସ କର୍ମଚାରୀ ଏଭଳି...

Login