The Ultimate Managed Hosting Platform
ADVERTISEMENT

ଆତ୍ମାହୁତି ଉଦ୍ୟମ ; ମହିଳା ମୃତ, ପୁରୁଷ ଗୁରୁତର

Facebook
Twitter
LinkedIn

କରଞ୍ଜିଆ : ପେଟ୍ରୋଲ ଢାଳି ନିଆଁ ଲଗାଇ ଆତ୍ମାହୁତି ଉଦ୍ୟମ । ଘଟଣାସ୍ଥଳରେ ମହିଳା ମୃତ । ଗୁରୁତର ପୁରୁଷ ଶୁକ୍ରୁଳି ମେଡିକାଲରେ ଭର୍ତ୍ତି । ମୃତକ ହେଲେ ଭାରତୀ ପାତ୍ର । ମୟୂରଭଞ୍ଜ ଖିଚିଂ କଲେଜ ସାମ୍ନାରେ ଘଟିଛି ଅଭାବନୀୟ ଘଟଣା । ଉଭୟ ମହିଳା ଓ ପୁରୁଷ ଖିଚିଂ ଗାଁର । ଜୀବନ ହାରିବା ଉଦ୍ୟମର କାରଣ ଅସ୍ପଷ୍ଟ ରହିଥିବା ବେଳେ ଖବର ପାଇ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ପ୍ରେମ ବ୍ୟାପାରକୁ ନେଇ ଏଭଳି ଘଟିଥିବା ସନ୍ଦେହ କରାଯାଉଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଜଙ୍ଗଲରେ ଯୁବକ ଯୁବତୀଙ୍କ ମୃତଦେହ

ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁ ; ଯବାନ ସ୍ୱାମୀ ଅଟକ

କୋରାପୁଟ : ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁକୁ ନେଇ ଯବାନ ସ୍ୱାମୀଙ୍କୁ ଅଟକ ରଖିଲା ପୋଲିସ । ଘର ଭିତରେ ପୋଡିଯାଇ ଆଇଆରବି ଯବାନଙ୍କ ପତ୍ନୀଙ୍କ ମୃତ୍ୟୁ ମାମଲା...

ADVERTISEMENT
ଓଏସଏସସି ସ୍କାମ ; ସିବିଆଇ ତଦନ୍ତ ଦାବି

CBI ଜାଲରେ RPF ହାବିଲଦାର

ରାଉରକେଲା : ସିବିଆଇ ଜାଲରେ ବନ୍ଧମୁଣ୍ଡା ଅଞ୍ଚଳର ଆରପିଏଫ ହାବିଲଦାର । ୧୫ ହଜାର ଟଙ୍କା ଲାଞ୍ଚ ନେଇ ଆରପିଏଫ ହାବିଲହାର ମହମ୍ମଦ ଇଜହାର କାବୁ ।...

Login