The Ultimate Managed Hosting Platform
ADVERTISEMENT

ଆଦମପୁର ଏୟାରବେସରେ ମୋଦି

Facebook
Twitter
LinkedIn

ପଞ୍ଜାବ : ପଞ୍ଜାବ ଆଦମପୁର ଏୟାରବେସରେ ପ୍ରଧାନମନ୍ତ୍ରୀ ମୋଦି । ଯବାନଙ୍କୁ ଭେଟି ଆଲୋଚନା କଲେ ପ୍ରଧାନମନ୍ତ୍ରୀ । ଜବାବୀ ହମଲା ନେଇ ଅବଗତ କରାଇଲେ ବାୟୁସେନା ଅଧିକାରୀ । ତେବେ ଭାରତ-ପାକିସ୍ତାନ ଅସ୍ତ୍ରବିରତି ପରେ ପ୍ରଧାନମନ୍ତ୍ରୀ ପ୍ରଥର ଥର ପାଇଁ ଆମ ବୀର ଯବାନଙ୍କ ସହ ସାକ୍ଷାତ କରିଛନ୍ତି । ମୋଦୀଙ୍କ ସହ କଥା ହୋଇ ଯବାନମାନେ ମଧ୍ୟ ଖୁସି ଥିବା ଦେଖିବାକୁ ମିଳିଛି । ଯବାନଙ୍କ ସହ ଫଟୋ ସାମ୍ନାକୁ ଆସିଥିବା ବେଳେ ଏ ଗର୍ବର ମୁହୂର୍ତ୍ତ ଦେଖିଛି ଦେଶ । ତେବେ ପହଲଗାମ୍ ହମଲା ପରେ ପ୍ରତିଶୋଧ ନେବାକୁ ଅପରେସନ ସିନ୍ଦୂର ଜରିଆରେ ଆମ ବୀର ଯବାନମାନେ ନିଜର ଅଦମ୍ୟ ସାହସ ଦେଖାଇଥିଲେ । ୩ ସେନା ନିଜର ସାହସ ବଳରେ ପାକିସ୍ତାନକୁ ଧୂଳି ଚଟାଇଲା, ଆତଙ୍କୀଙ୍କୁ ସଫା କଲା । ଗତକାଲି ଭାରତର ବୀର ଯବାନଙ୍କୁ ସଲାମ କରିଥିବା ବେଳେ ସେମାନଙ୍କ ସାହସ, ତ୍ୟାଗକୁ ସବୁ ମାଆ ଓ ଭଉଣୀଙ୍କୁ ସମର୍ପିତ କରିଥିଲେ । ଆଉ ଆଜି ଯବାନଙ୍କୁ ଭେଟିଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login