The Ultimate Managed Hosting Platform
ADVERTISEMENT

ଆନନ୍ଦବଜାରରେ ଲାଗି ହେବ ନୂଆ ଡ୍ରେସକୋଡ

Facebook
Twitter
LinkedIn

ପୁରୀ : ଶ୍ରୀମନ୍ଦିର ବଜାରରେ ଲାଗୁ ହେବ ନୂଆ ଡ୍ରେସକୋଡ । ମହାପ୍ରସାଦ ବିକ୍ରି କରୁଥିବା ସୁପକାରଙ୍କ ସହାୟକ ମାନେ ଏଥର ପିନ୍ଧିବେ ଗେରୁଆ ରଙ୍ଗର ପୋଷାକ । ଏମାନେ ଗରୁଆ ରଙ୍ଗର ପୋଷାକ ପିନ୍ଧି ମହାପ୍ରସାଦ ବିକ୍ରି କରିପାରିବେ କିମ୍ବା ସହାୟତା କରିପାରିବେ । ଶ୍ରୀମନ୍ଦିର ପ୍ରଶାସନର ସ୍ୱୀକୃତି କ୍ରମେ ସୁଆର ମହାସୁଆର ନିଯୋଗ ଆନନ୍ଦବଜାର କ୍ଷେତ୍ରରେ ଏହି ବ୍ୟବସ୍ଥା ଲାଗୁ କରିଛି । ଯେଉଁ ସହାୟକ ମାନେ ରହିଛନ୍ତି ସେମାନେ ଆସନ୍ତା ୨୫ ତାରିଖ ଠାରୁ ଗେରୁଆ ରଙ୍ଗର ପୋଷାକ ପିନ୍ଧି ଆନନ୍ଦବଜାରକୁ ଆସିବେ । ଆନନ୍ଦବଜାରରେ ଶୃଙ୍କଳା ଆଣିବାକୁ ୨୦ ଜଣ ଅବସରପ୍ରାପ୍ତ ସେନା କର୍ମଚାରୀଙ୍କୁ ନିଯୁକ୍ତି ଦିଆଯାଇଛି । ଦୋକାନ ମାଲିକଙ୍କ ବ୍ୟତୀତ ଅନ୍ୟ କେହି ମହାପ୍ରସାଦ ଦୋକାନ ଚଳାଇପାରିବେ ନାହିଁ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login