The Ultimate Managed Hosting Platform
ADVERTISEMENT

ଆନ୍ଧ୍ର ଦଳାଚକଟା ଘଟଣା ; ପ୍ରଧାନମନ୍ତ୍ରୀଙ୍କ ଶୋକ , ମୃତକଙ୍କ ପରିବାରକୁ କ୍ଷତିପୂରଣ ଘୋଷଣା

Facebook
Twitter
LinkedIn

ଆନ୍ଧ୍ର : ଆନ୍ଧ୍ରପ୍ରଦେଶରେ ଶ୍ରୀକାକୁଲମ କାଶୀବୁଗାରେ ଥବା ଭେଙ୍କଟେଶ୍ବର ସ୍ବାମୀ ମନ୍ଦିରରେ ଦଳାଚକଟା ଘଟଣାରେ ୧୦ ଜଣଙ୍କର ମୃତ୍ୟୁ ଘଟିଛି । ଏହି ଘଟଣାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦୁଃଖ ପ୍ରକାଶ କରିଛନ୍ତି । ସେ ମୃତକଙ୍କ ପରିବାର ଏବଂ ଆହତଙ୍କ ପାଇଁ କ୍ଷତିପୂରଣ ଘୋଷଣା କରିଛନ୍ତି ।
ପ୍ରଧାନମନ୍ତ୍ରୀ ‘ଏକ୍ସ’ରେ ଲେଖିଛନ୍ତି, ଯେଉଁମାନେ ସେମାନଙ୍କ ପ୍ରିୟଜନଙ୍କୁ ହରାଇଛନ୍ତି ସେମାନଙ୍କ ପ୍ରତି ମୋର ଗଭୀର ସମବେଦନା । ପ୍ରଧାନମନ୍ତ୍ରୀଙ୍କ ଜାତୀୟ ରିଲିଫ୍ ପାଣ୍ଠିରୁ ପ୍ରତ୍ୟେକ ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ପ୍ରଦାନ କରାଯିବ । ଆହତମାନଙ୍କୁ ୫୦ ହଜାର ଟଙ୍କା ପ୍ରଦାନ କରାଯିବ। ଏହା ସହ ପ୍ରଧାନମନ୍ତ୍ରୀ ଆହତଙ୍କ ଦ୍ରୁତ ଆରୋଗ୍ୟ କାମନା କରିଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login