The Ultimate Managed Hosting Platform
ADVERTISEMENT

ଆପ ଦଳରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ, ପଞ୍ଜାବରେ ସିସୋଦିଆଙ୍କୁ ଏବଂ ଗୁଜୁରାଟରେ ଗୋପାଳଙ୍କୁ ଦାୟିତ୍ୱ

Facebook
Twitter
LinkedIn

ନୂଆଦିଲ୍ଲୀ : ଆମ ଆଦମୀ ପାର୍ଟିର ରାଜନୈତିକ ବ୍ୟାପାର କମିଟି (ପିଏସି) ବୈଠକରେ ଅନେକ ବଡ଼ ନିଷ୍ପତ୍ତି ନିଆଯାଇଛି। ଏହି ବୈଠକ ଦଳର ସଂଯୋଜକ ଏବଂ ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ଘରେ ହୋଇଥିଲା। ବୈଠକରେ ଦଳ ଦିଲ୍ଲୀର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କୁ ପଞ୍ଜାବର ପ୍ରଭାରୀ ନିଯୁକ୍ତ କରିଛି। ଏହା ସହ ଗୋପାଳ ରାୟଙ୍କୁ ଗୁଜରାଟର ପ୍ରଭାରୀ ନିଯୁକ୍ତ କରାଯାଇଛି। ଦଳ ପଙ୍କଜ ଗୁପ୍ତାଙ୍କୁ ଗୋଆର ପ୍ରଭାରୀ କରିବା ସହ ସନ୍ଦୀପ ପାଠକଙ୍କୁ ଛତିଶଗଡ଼ର ପ୍ରଭାରୀ ଭାବରେ ନିଯୁକ୍ତ କରାଯାଇଛି। ଏହା ସହ ଦଳ ସୌରଭ ଭରଦ୍ୱାଜଙ୍କୁ ଦିଲ୍ଲୀର ରାଜ୍ୟ ସଭାପତି କରିଥିବା ବେଳେ ଜମ୍ମୁ-କଶ୍ମୀରର ଅଧ୍ୟକ୍ଷ ପଦର ଦାୟିତ୍ୱ ମେହରାଜ ମଲିକଙ୍କୁ ଦିଆଯାଇଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

Operation Sindoor : ଭାରତ-ପାକ ଯୁଦ୍ଧ: ପାକିସ୍ତାନକୁ ଆମେରିକା ରାଷ୍ଟ୍ରପତିଙ୍କ କଡା ଚେତାବନୀ

ଭାରତକୁ ଟ୍ରମ୍ପଙ୍କ ଧମକ , ୨୪ ଘଣ୍ଟାରେ ଶୁଳ୍କ ବୃଦ୍ଧି କରିବେ ଟ୍ରମ୍ପ

ନୂଆଦିଲ୍ଲୀ : ଭାରତକୁ ଟ୍ରମ୍ପଙ୍କ ନୂଆ ଧମକ । ୨୪ ଘଣ୍ଟାରେ ଭାରତ ଉପରେ ବଡ଼ ଶୁଳ୍କ ବୃଦ୍ଧି କରିବାକୁ ଧମକ ଦେଇଛନ୍ତି ଆମେରିକା ରାଷ୍ଟ୍ରପତି ।...

ADVERTISEMENT
ମୋହାଲିରେ ଥିବା ଅମ୍ଲଜାନ ପ୍ଲାଣ୍ଟରେ ବିସ୍ଫୋରଣ

ମୋହାଲିରେ ଥିବା ଅମ୍ଲଜାନ ପ୍ଲାଣ୍ଟରେ ବିସ୍ଫୋରଣ

ମୋହାଲି : ମୋହାଲି ଅମ୍ଳଜାନ ପ୍ଲାଣ୍ଟରେ ବିସ୍ଫୋରଣ। ଚାଲିଗଲା ୨ଜଣକ ଜୀବନ। ବୁଧବାର ଦିନ ପଞ୍ଜାବର ମୋହାଲିରେ ଏକ ଅକ୍ସିଜେନ ପ୍ଲାଣ୍ଟରେ ବଡ଼ ବିସ୍ଫୋରଣ ଘଟିବାରୁ ଏପର୍ୟ୍ୟନ୍ତ...

Login