April 27, 2024 3:40 pm

The Ultimate Managed Hosting Platform
ADVERTISEMENT

ଆଫଗାନିସ୍ତାନରେ ଭୂକମ୍ପ ଝଟକା

Facebook
Twitter
LinkedIn

ନୂଆଦିଲ୍ଲୀ : ଆଫଗାନିସ୍ତାନରେ ଭୂକମ୍ପ ଝଟକା । ରିକ୍ଟର ସ୍କେଲରେ ଭୂକମ୍ପ ତୀବ୍ରତା ୪.୨ । ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁଯାୟୀ, ଭୋର ୫ଟା ୪୪ମି.ରେ ଭୂକମ୍ପର ଝଟ୍କା ଅନୁଭୂତ ହୋଇଥିଲା। ଭୂକମ୍ପର ଗଭୀରତା ୧୨୪ କିମି. ଥିବା ବେଳେ ରିକ୍ଟର ସ୍କେଲରେ ତୀବ୍ରତା ୪.୨ ରହିଛି । ଭୂକମ୍ପରେ କ୍ଷୟକ୍ଷତି ନେଇ କୌଣସି ସୂଚନା ନାହିଁ । ଭୂକମ୍ପ ଭୟରେ ଲୋକ ଘରୁ ବାହାରି ଆସିଥିଲେ ।
ତେବେ ନ୍ୟାସନାଲ୍ ସେଣ୍ଟର ଫର୍ ସେସମୋଲୋଜି ଅନୁସାରେ ଚଳିତ ମାସ ପ୍ରାରମ୍ଭରେ ମଧ୍ୟ ଆଫଗାନିସ୍ତାନରେ ଭୂକମ୍ପ ଅନୁଭୂତ ହୋଇଥିଲା। ରିକ୍ଟର ସ୍କେଲରେ ତୀବ୍ରତା ୪.୫ ରହିଥିବା ବେଳେ ଏହାର କେନ୍ଦ୍ର ପାଖାପାଖି ୧୬୯ କିମି. ଗଭୀର ରହିଥିଲା ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ଆଜିଠୁ ପ୍ରବଳ ଖରା : ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ବଢ଼ିବ ତାପମାତ୍ରା

୪ ଦିନ ହେଭି ୱେଟ !

ଭୁବନେଶ୍ୱର : ରାଜ୍ୟରେ ଆହୁରି ୪ ଦିନ ଲାଗି ରହିବ ହିଟ୍ ୱେଭ ସ୍ଥିତି । ହିଟ୍ ୱେଭ ନେଇ ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସଙ୍କ ସୂଚନା...

Login