The Ultimate Managed Hosting Platform
ADVERTISEMENT

ଆଫଗାନିସ୍ତାନ-ତାଜକିସ୍ତାନରେ ଭୂକମ୍ପ ଝଟକା, ଜମ୍ମୁ କଶ୍ମୀରରେ ମଧ୍ୟ ଝଟକା ଅନୁଭୂତ

Facebook
Twitter
LinkedIn

ନୂଆଦିଲ୍ଲୀ : ଆଫଗାନିସ୍ତାନ-ତାଜିକିସ୍ତାନ ସୀମା ଅଞ୍ଚଳରେ ୫.୯ ତୀବ୍ରତାର ଭୂକମ୍ପ ଝଟକା ଅନୁଭୂତ ହୋଇଛି । ଏହି ଭୂକମ୍ପ ଝଟକା ଜମ୍ମୁ-କଶ୍ମୀର ପର୍ୟ୍ୟନ୍ତ ଅନୁଭୂତ ହୋଇଛି । ଭୂକମ୍ପର କେନ୍ଦସ୍ଥଳ ୮୬ କିମି ଗଭୀରତାରେ ଥିଲା । ଭୂକମ୍ପ ଝଟକା ଅନୁଭୂତ ହେବା ପରେ ଲୋକମାନେ ଭୟଭୀତ ହୋଇ ଘରୁ ଦୌଡିଥିଲେ । ଭୂକମ୍ପ ଝଟକା ୧୨.୨୦ ମିନିଟରେ ଅନୁଭୂତ ହୋଇଥିଲା । ତେକେ ଭୂକମ୍ପରେ କ୍ଷୟକ୍ଷତି କିଛି ଆକଳନ କରାଯାଇନାହିଁ ।ଗତକାଲି ରାତିରେ ମିଆଁମାରର ଅନେକ ଅଞ୍ଚଳରେ ଭୂକମ୍ପ ଝଟକା ଅନୁଭୂତ ହୋଇଥିଲା । ରାତି ୧୧.୦୪ ମିନିଟରେ ପ୍ରଥମ ଭୂକମ୍ପ ଅନୁଭୂତ ହୋଇଥିଲା । ରିକ୍ଟର ସ୍କେଲରେ ଭୂମିକମ୍ପର ତୀବ୍ରତା ୩.୬ ମାପ କରାଯାଇଥିଲା । ସୂଚନାଯୋଗ୍ୟ, ଗତ କିଛି ଦିନ ମଧ୍ୟରେ ଏସିଆର ଅନେକ ଦେଶରେ ବାରମ୍ବାର ଭୂକମ୍ପ ଝଟକା ଅନୁଭୂତ ହେଉଛି । ୨୮ ମାର୍ଚ୍ଚରେ ମିଆଁମାରରେ ଏକ ବଡ଼ ଭୂମିକମ୍ପ ଯୋଗୁଁ ବ୍ୟାପକ କ୍ଷୟକ୍ଷତି ଘଟିଥିଲା ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login