The Ultimate Managed Hosting Platform
ADVERTISEMENT

ଆବାସ ଘର ପାଇଁ ମାଗଣା ବାଲି ; ସୁରେଶ ପୂଜାରୀ

Facebook
Twitter
LinkedIn

ଭୁବନେଶ୍ୱର : ପିଏମ ଆବାସ ଯୋଜନାରେ ଘର ପାଇଁ ମିଳିବ ମାଗଣା ବାଲି । ପିଏମ ଆବାସ ଯୋଜନାରେ ଘର ପାଇଁ ମିଳିବ ମାଗଣା ବାଲି । ଏ ନେଇ ସୂଚନା ଦେଲେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ । ଏ ନେଇ ପରମିଟ ଇସ୍ୟୁ ହେବ , ଡ୍ରାଫ୍ଟ ପ୍ରସ୍ତୁତ ହୋଇଛି । ବାଲି ଉଠାଣ ପାଇଁ ହାଇୱା ବଦଳରେ ଅନ୍ୟ ଗାଡି ବ୍ୟବହାର ହେବ । ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି ଗରିବ ଲୋକଙ୍କୁ ମାଗଣାରେ ବାଲି ଦିଆଗଲେ ସେମାନେ ଘର ଖଣ୍ଡେ ସହଜରେ ତିଆରି କରିପାରିବେ। ସେମାନଙ୍କୁ ପରମିଟ୍ ଇସ୍ୟୁ କରାଯିବ, ଯାହାଦ୍ବାରା ଗରିବ ଲୋକେ ବାଲି ମାଗଣାରେ ଆଣିପାରିବେ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login