The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ଆମପାଣି ଘାଟିରେ ଦୁର୍ଘଟଣା , ୧୦ ଆହତ

Facebook
Twitter
LinkedIn

କୋରାପୁଟ: ଆମପାଣି ଘାଟିରେ ଦୁର୍ଘଟଣା । କଳାହାଣ୍ଡି-କୋରାପୁଟ ରାସ୍ତାର ଆମପାଣି ଘାଟିରେ ଦୁର୍ଘଟଣା ଘଟିଛି । ଏକ ମିନି ଟ୍ରକ ସହ ବୋଲେରୋ ଧକ୍କା । ଏହି ଦୁର୍ଘଟଣାରେ ୧୦ ଜଣ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ କୋକସରା ମେଡିକାଲରେ ଭର୍ତ୍ତି କରାଯାଇଛି ।ଆନ୍ଧ୍ରରୁ ଫେରିବା ବେଳେ ଏହି ଦୁର୍ଘଟଣା ଘଟିଛି । ଆହତଙ୍କ ମଧ୍ୟରେ ୪ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଥିବା ସୂଚନା ମିଳିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣାରେ ହେଲପଲାଇନ ନଂ ଜାରି- ୦୧୧-୨୪୬୧୦୮୪୩,୯୬୫୦୩୯୧୮୫୯

ଅହମ୍ମଦାବାଦ : ଅହମ୍ମଦାବାଦରୁ ଲଣ୍ଡନ ଯାଉଥିବା ଏୟାର ଇଣ୍ଡିଆର ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ପ୍ଲେନକ୍ରାସ ପରେ ଆକାଶ ଧୂଆଁମୟ । ଟେକଅଫ ସମୟରେ କ୍ରାସ...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦ : ଅହମ୍ମଦାବାଦ ବିମାନ ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ । ଏକ୍ସରେ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ମୋଦି । ଏହା ଆମ...

ADVERTISEMENT
ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦ : ୨ଟି ବଡ କୋଠାରେ ପିଟି ହୋଇଛି ଦୁର୍ଘଟଣାଗ୍ରସ୍ତ ବିମାନ । ଅହମ୍ମଦାବାଦ ମେଘାନୀ ନଗରରେ ୨ଟି ବିଲ୍ଡିଂରେ ପିଟି ହେଲା । ପ୍ରଥମେ ଜୁନିୟର...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦ : ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା । ୧୧୦ ଯାତ୍ରୀଙ୍କ ମୃତ୍ୟୁ ନେଇ ଜାତୀୟ ଗଣମାଧ୍ୟମର ସୂଚନା । ବିମାନଟି...

Login