The Ultimate Managed Hosting Platform
ADVERTISEMENT

ଆମେରିକାରେ ବଡ ବିମାନ ଦୁର୍ଘଟଣା, ଛାତରେ ପିଟିହେଲା ଯାତ୍ରୀବାହୀ ବିମାନ

Facebook
Twitter
LinkedIn

ନୂଆଦିଲ୍ଲୀ : ଆମେରିକାର ଦକ୍ଷିଣ କାଲିଫର୍ଣ୍ଣିଆରେ ବଡ ବିମାନ ଦୁର୍ଘଟଣା । ଦୁର୍ଘଟଣାରେ ୨ ଜଣଙ୍କର ଜୀବନ ଯାଇଥିବା ବେଳେ ୧୫ ଜଣ ଆହତ ହୋଇଥିବା ସୂଚନା ରହିଛି । ସୂଚନା ଅନୁଯାୟୀ, ବିମାନଟି ଏକ ବଡ ଗୋଦାମର ଛାତ ଉପରେ ଖସି ପଡିଥିଲା । ଦୁର୍ଘଟଣାରେ ୧୦୦ରୁ ଅଧିକ ଲୋକଙ୍କୁ ସ୍ଥାନାନ୍ତର କରାଯାଇଛି । କାଲିଫର୍ଣ୍ଣିଆର ଫୁଲର୍ଟନ ଏୟାରପୋର୍ଟ ନିକଟରେ ବିମାନଟି ଦୁର୍ଘଟଣାଗ୍ରସ୍ତ ହୋଇଛି । ଦୁର୍ଘଟଣା ପରେ ଏହାର ଭିଡିଓ ଭାଇରାଲ ହେବାରେ ଲାଗିଛି । ତେବେ ଏହାର ସତ୍ୟତା ସ୍ପଷ୍ଟ ହୋଇନାହିଁ । ଭିଡିଓରେ ଦେଖିବାକୁ ମିଳୁଛି ଯେ ଏହି ବିମାନଟି ଏକ ବଡ଼ ଗୋଦାମର ଛାତ ଉପରେ ଖସି ପଡ଼ିଥିଲା । ଏହାପରେ ଗୋଦାମରୁ ଧୂଆଁ ବାହାରୁଛି । ଦୁର୍ଘଟଣା ସମୟରେ ଗୋଦାମରେ ବହୁ ଲୋକ ଉପସ୍ଥିତ ଥିଲେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login