The Ultimate Managed Hosting Platform
ADVERTISEMENT

ଆମେରିକା ଛାଡିବେ ୧୮ ହଜାର ଭାରତୀୟ

Facebook
Twitter
LinkedIn

ୱାଶିଂଟନ : ବେଆଇନ ପ୍ରବାସୀ ମାମଲାରେ ପ୍ରବାସୀଙ୍କ ମାମଲାରେ ଭାରତର ଆଭିମୁଖ୍ୟ ସ୍ଥିର ଏବଂ ନୀତିଗତ ରହିଛି। ବେଆଇନ ଭାବେ ଆମେରିକାରେ ରହୁଥିବା ଭାରତୀୟଙ୍କୁ ଫେରାଇ ନେବାକୁ ଦେଶ ପ୍ରସ୍ତୁତ ଅଛି। ତେବେ ସେମାନେ ଭାରତୀୟ ନାଗରିକ ହୋଇଥିବା ସ୍ପଷ୍ଟ ହେବା ଦରକାର। ଆମେରିକା ଗସ୍ତରେ ଥିବା ବୈଦେଶିକ ମନ୍ତ୍ରୀ ଏସ୍ ଜୟଶଙ୍କର ବୁଧବାର ଏହି ମନ୍ତବ୍ୟ ଦେଇଛନ୍ତି। ସେ ଏହି ମାମଲାରେ ଆମେରିକା ବିଦେଶମନ୍ତ୍ରୀ ମାର୍କୋ ରୁବିୟୋଙ୍କ ସହ କଥା ହୋଇଛନ୍ତି। ଏହା ପରେ ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି ଯେ ବେଆଇନ ପ୍ରବାସୀଙ୍କୁ ଭାରତ ତୀବ୍ର ବିରୋଧ କରୁଛି। ଏହା ଦେଶର ଛବିକୁ ଖରାପ କରୁଛି। କାରଣ ଏହା ଦ୍ବାରା ବେଆଇନ କାର୍ୟ୍ୟକଳାପ ବୃଦ୍ଧି ପାଉଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login