The Ultimate Managed Hosting Platform
ADVERTISEMENT

ଆମ୍ବୁଲାନ୍ସ ଦୁର୍ଘଟଣା, ଦୁଇ ଆହତ

Facebook
Twitter
LinkedIn

ଯାଜପୁର : ୦୮ ଆମ୍ବୁଲାନ୍ସ ଦୁର୍ଘଟଣା ଗ୍ରସ୍ତ । ଦୁର୍ଘଟଣାରେ ଆମ୍ବୁଲାନ୍ସ ଆଟେଣ୍ଡାଣ୍ଟ ମୃତ, ଦୁଇ ଆହତ । ଯାଜପୁର ଜିଲ୍ଲା ଧର୍ମଶାଳା ଥାନା ୧୬ ନଂ ଜାତୀୟ ରାଜପଥର ରଥିଆ ନିକଟରେ ଅଘଟଣ । ରୋଗୀ ଛାଡି ଫେରୁଥିବା ଆମ୍ବୁଲାନ୍ସଟି ଦୁର୍ଘଟଣା ଗ୍ରସ୍ତ ହୋଇଛି । ଦୁର୍ଘଟଣାରେ ଗାଡିର ଆଗ ଭାଗ କ୍ଷତିଗ୍ରସ୍ତ ହୋଇଥିବା ବେଳେ ଏଥିରେ ଆଟେଣ୍ଡାଣ୍ଟ ବଉଲାଙ୍ଗ ମଧୁପୁର ଅଞ୍ଚଳର ଅଚ୍ୟୁତାନନ୍ଦ ବାରିକଙ୍କ ମୃତ୍ୟୁ ହୋଇଛି । ଆହତଙ୍କୁ ପ୍ରଥମେ ଧର୍ମଶାଳା ଓ ପରେ କଟକ ମେଡିକାଲ ପଠାଯାଇଥିବା ସୂଚନା ମିଳିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login