The Ultimate Managed Hosting Platform
ADVERTISEMENT

“ଆମ ଓଡ଼ିଶା ନବୀନ ଓଡ଼ିଶା” କାର୍ଯ୍ୟକ୍ରମକୁ ସରପଞ୍ଚ ସଂଘର ବିରୋଧ

Facebook
Twitter
LinkedIn

ମୟୁରଭଞ୍ଜ : ଆଜି ମୟୁରଭଞ୍ଜ ଜିଲ୍ଲାର ଦ୍ଵିତୀୟ ପର୍ଯ୍ୟାୟ “ଆମ ଓଡ଼ିଶା ନବୀନ ଓଡ଼ିଶା” କାର୍ଯ୍ୟକ୍ରମ ରହିଥିଲା । ଏହି କାର୍ଯ୍ୟକ୍ରମରେ ମୟୁରଭଞ୍ଜ ଜିଲ୍ଲାର ସାରସକଣା ବ୍ଲକର ଶିର୍ଶା ଠାରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଏକ କାର୍ଯ୍ୟକ୍ରମ ଆୟୋଜିତ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ମୟୁରଭଞ୍ଜ ଜିଲ୍ଲାପାଳ ଅଧ୍ୟକ୍ଷତା କରିଥିଲେ ତେବେ ଏହି କାର୍ଯ୍ୟକ୍ରମ ରେ ରାଜସ୍ବ ମନ୍ତ୍ରୀ ସୁଦାମ ମାରାଣ୍ଡି ଉପସ୍ଥିତ ରହିଥଲେ । ଆଜିର ଦ୍ଵିତୀୟ ପର୍ଯ୍ୟାୟ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଭାସି, ଭିଡିଓ କନଫରେନ୍ସ ମାଧ୍ୟମରେ ମୟୁରଭଞ୍ଜ ଜିଲ୍ଲାର ଚାରିଗୋଟି ନିର୍ବାଚନ ମଣ୍ଡଳୀର ମନ୍ଦିର, ସ୍କୁଲ ,କଲେଜ, ରାସ୍ତା, ଖେଳପଡିଆ ପାଇଁ ୯୦ କୋଟି ଟଙ୍କା ର ଅଟକଳ ଘୋଷଣା କରିଥିଲେ।
ତେବେ ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମକୁ ବିରୋଧ କରି ସଭାସ୍ଥଳକୁ ବୟକଟ କରିଛନ୍ତି ମୟୁରଭଞ୍ଜ ଜିଲ୍ଲାର ସରପଞ୍ଚ ସଂଘ। ଜିଲ୍ଲା ସରପଞ୍ଚ ସଂଘ ସଂଯୋଜକ କହିଛନ୍ତି ଏହି କାର୍ଯ୍ୟକ୍ରମ ଏକ ମିଛ ପ୍ରହସନ, ସରକାରଙ୍କ ମିଛ ପ୍ରତିଶ୍ରୁତି,ଏହା ସରକାରୀ ଅର୍ଥରେ ଦଳୀୟ କାର୍ଯ୍ୟକ୍ରମ। ଓଡ଼ିଶା ସରପଞ୍ଚ ସଂଘ ଏହି କାର୍ଯ୍ୟକ୍ରମକୁ ବିରୋଧ କରୁଥିବା ବେଳେ ମୟୁରଭଞ୍ଜ ଜିଲ୍ଲାର ସରପଞ୍ଚ ସଂଘ ମଧ୍ୟ ଏହି କାର୍ଯ୍ୟକ୍ରମକୁ ବିରୋଧ କରିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login