The Ultimate Managed Hosting Platform
ADVERTISEMENT

“ଆମ ଓଡିଶା ନବୀନ ଓଡିଶା” କାର୍ଯ୍ୟକ୍ରମ ପାଇଁ ପ୍ରସ୍ତୁତି ବୈଠକ

Facebook
Twitter
LinkedIn

ଯାଜପୁର : ଯାଜପୁର ଜିଲ୍ଲା ବଡ଼ଚଣା ବ୍ଲକ ଅନ୍ତର୍ଗତ ଖଇରା ପଞ୍ଚାୟତ ସଭାଗୃହରେ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ପଞ୍ଚାୟତ ବିଜେଡି ସଭାପତି ବୈକୁଣ୍ଠନାଥ ବରାଳଙ୍କ ଅଧକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ସରପଞ୍ଚ ସଂଯୁକ୍ତା ମଲିକ, ଜିଲ୍ଲାପରିଷଦ ଉପାଧ୍ୟକ୍ଷ ଗଣେଶ୍ୱର ବରାଳ, ପୂର୍ବତନ ସମିତି ସଭ୍ୟ କିଶୋର ଚନ୍ଦ୍ର ସାମଲ, ଜିଲ୍ଲା ଯୁବ ବିଜେଡି ଉପସଭାପତି ବିନୟ କୁମାର ପୃଷ୍ଟି, ବରିଷ୍ଠ ସଭ୍ୟ ବୈଷ୍ଣବ ବରାଳ, ନଳିନୀରଞ୍ଜନ ପୃଷ୍ଟି, ପ୍ରସନ୍ନ ମହାରଣା, ମହେଶ୍ୱର ମଲିକ, ମୋହନ ମଲିକ ପ୍ରମୁଖ ଯୋଗଦେଇ ଦଶ ତାରିଖ ଶୁକ୍ରବାର ଚଣ୍ଡିଖୋଲ ବିଜୁ କଲ୍ୟାଣମଣ୍ଡପ ଠାରେ ଅନୁଷ୍ଠିତ ହେବାକୁ ଥିବା ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମକୁ ସଫଳ କରିବା ନିମନ୍ତେ ଉପସ୍ଥିତ ଜନତା ତଥା ମିଶନଶକ୍ତିର କାର୍ଯ୍ୟକର୍ତ୍ତାଙ୍କୁ ଗୁରୁମନ୍ତ୍ର ପ୍ରଦାନ କରିଥିଲେ । ଶେଷରେ ସୁବାଷ ବରାଳ ଧନ୍ୟବାଦ ପ୍ରଦାନ କରିଥିଲେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ତୋରଣ ପାଇଁ ରାସ୍ତା ନଷ୍ଟ ହେବ ନାହିଁ : ହାଇକୋର୍ଟ

ତୋରଣ ପାଇଁ ରାସ୍ତା ନଷ୍ଟ ହେବ ନାହିଁ : ହାଇକୋର୍ଟ

ଭୁବନେଶ୍ୱର : ପାର୍ବଣ କଟକଣା ଉପରେ ହାଇକୋର୍ଟଙ୍କ ନିଦେ୍ର୍ଦଶ । ତୋରଣ ନିର୍ମାଣ ପାଇଁ ପ୍ରଶାସନର ଅନୁମତି ଆବଶ୍ୟକ । ତୋରଣ ଗୁଡିକର ନିରାପତ୍ତା ନିଶ୍ଚିତ କରିବ...

Login