The Ultimate Managed Hosting Platform
ADVERTISEMENT

ଆରମ୍ଭରୁ ଗୃହରେ ପ୍ରବଳ ହଟ୍ଟଗୋଳ, ୪ଟା ଯାଏଁ ମୁଲତବି

Facebook
Twitter
LinkedIn

ଭୁବନେଶ୍ୱର : ବିଧାନସଭା ଆରମ୍ଭରୁ ପ୍ରବଳ ହଟ୍ଟଗୋଳ । ଗୃହକୁ ୪ଟା ଯାଏଁ ମୁଲତବି ଘୋଷଣା କଲେ ବାଚସ୍ପତି । ବିରୋଧୀ ଦଳ ନେତାଙ୍କୁ ଅସମ୍ମାନ ଏବଂ ଦୁଇ ବିଧାୟକଙ୍କ ନିଲମ୍ବନ ପ୍ରତ୍ୟାହାର କରିବାକୁ ଦାବି କରି ଗୃହ ମଧ୍ୟ ଭାଗରେ ବିଜେପି ସଦସ୍ୟ ହଟ୍ଟଗୋଳ କରିଥିଲେ । ପୋଡିୟମ ପାଖରେ ପ୍ଲାକାର୍ଡ ଧରି ବିଜେପି ବିଧାୟକ ହୋହଲ୍ଲା କରୁଥିବା ଦେଖିବାକୁ ମିଳିଥିଲା । ବାଚସ୍ପତି ପ୍ରମିଳା ମଲ୍ଲିକ ଅପରାହ୍ଣ ୪ଟା ଯାଏଁ ଗୃହକୁ ମୁଲତବୀ ଘୋଷଣା କରିଛନ୍ତି । ଗୁରୁବାର ବାଚସ୍ପତିଙ୍କ ପୋଡିୟମ ଉପରକୁ ଡାଲି ଫିଙ୍ଗି ଦୁଇ ବିଧାୟକ ମୋହନ ମାଝୀ ଓ ମୁକେଶ ମହାଲିଙ୍ଗ ନିଲମ୍ବିତ ହୋଇଥିଲେ। ଏଥିପାଇଁ ବାଚସ୍ପତି ବିଜେପି ବିଧାୟକ ଦଳ ମୁଖ୍ୟ ସଚେତକ ମୋହନ ଚରଣ ମାଝୀ ଓ ବିଧାୟକ ମୁକେଶ ମହାଲିଙ୍ଗଙ୍କୁ ଚଳିତ ବିଧାନସଭା ଅଧିବେଶନର ଶେଷ ପର୍ୟ୍ୟନ୍ତ ନିଲମ୍ବନ କରିଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ମେ’ ୧୦ ରେ ଝାରସୁଗୁଡା ଉପନିର୍ବାଚନ

ନୂଆପଡା ଉପନିର୍ବାଚନ ବିଜ୍ଞପ୍ତି ; ଉପନିର୍ବାଚନରେ ବ୍ୟବହାର ହେବ ହେଲିକପ୍ଟର

ନୂଆପଡା : ନୂଆପଡା ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ଆଜିଠୁ ନାମାଙ୍କର , ୨୦ ତାରିଖ ନାମାଙ୍କନ ଦାଖଲର ଶେଷ ଦିନ । ୨୨...

Login