The Ultimate Managed Hosting Platform
ADVERTISEMENT

ଆଲୋକ ପ୍ରଧାନ ମୁଖ୍ୟମନ୍ତ୍ରୀଙ୍କ ଯୁଗ୍ମସଚିବ

Facebook
Twitter
LinkedIn

ଭୁବନେଶ୍ୱର : ଆଲୋକ ପ୍ରଧାନ ମୁଖ୍ୟମନ୍ତ୍ରୀଙ୍କ ଯୁଗ୍ମସଚିବ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଯୁଗ୍ମ ସଚିବ ଭାବେ କେନ୍ଦୁଝର ଏଡିଏମ୍ ଭାବେ କାର୍ୟ୍ୟ କରୁଥିବା ଓଏଏସ୍ ଅଧିକାରୀ ଆଲୋକ କୁମାର ପ୍ରଧାନଙ୍କୁ ନିଯୁକ୍ତ କରାଯାଇଛି। ଖୋର୍ଦ୍ଧା ଉପ ଜିଲ୍ଲାପାଳ ପଦ୍ମ ଚରଣ ସାହୁଙ୍କୁ ବର୍ତ୍ତମାନ କ୍ରୀଡା ଏବଂ ଯୁବ ସେବା ଉପ ସଚିବ ଭାବରେ ନିଯୁକ୍ତ କରାଯାଇଛି। । କେନ୍ଦୁଝର ଆନନ୍ଦପୁରର ଅତିରିକ୍ତ ଉପ ଜିଲ୍ଲାପାଳ କିଶୋର କୁମାର ପଣ୍ଡାଙ୍କୁ ଖୋର୍ଦ୍ଧା ଉପ ଜିଲ୍ଲାପାଳ ଭାବରେ ଦାୟିତ୍ବ ଦିଆଯାଇଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login