The Ultimate Managed Hosting Platform
ADVERTISEMENT

ଆସନ୍ତାକାଲିଠୁ ଉତ୍କର୍ଷ ମେକ ଇନ ଓଡିଶା କାର୍ଯ୍ୟକ୍ରମ

Facebook
Twitter
LinkedIn

ଭୁବନେଶ୍ୱର : ଆସନ୍ତାକାଲି ଠାରୁ ଉତ୍କର୍ଷ ଓଡିଶା ମେକ ଇନ ଓଡ଼ିଶା କାର୍ଯ୍ୟକ୍ରମ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶିଳ୍ପ ମହାକୁମ୍ଭକୁ ଉଦଘାଟନ କରିବେ। ୨୮ ଓ ୨୯, ଦୁଇ ଦିନ ଧରି ଚାଲିବ କାର୍ଯ୍ୟକ୍ରମ । ଏଥିପାଇଁ ପ୍ରସ୍ତୁତି ଚୂଡାନ୍ତ ହୋଇଛି। ଭାରତର ବହୁ ବଡ଼ ବଡ଼ ଶିଳ୍ପସଂସ୍ଥାର ପ୍ରତିନିଧି ଏଥିରେ ଯୋଗ ଦେବେ। ଆଜି ବିଭିନ୍ନ ଶିଳ୍ପ ସଂସ୍ଥାର ପ୍ରତିନିଧି ଆସି ପହଞ୍ଚିବେ। ସିଆଇଆଇ ପକ୍ଷରୁ ୫ଟି ସେସନ ଅନୁଷ୍ଠିତ ହେବ। ଏଥିରେ ଶିଳ୍ପପତି ମାନେ ଯୋଗ ଦେବେ। ଏଥିରେ ବିଭିନ୍ନ ବିଭାଗର ମନ୍ତ୍ରୀ ଓ ସଚିବ ମାନେ ଯୋଗ ଦେବେ। ପ୍ରାୟ ୨ଶହ ସିଆଇଆଇ କାଉନସିଲ ମେମ୍ବର ଉପସ୍ଥିତ ରହିବେ। ୨୮ରେ ସକାଳ ୧୦ଟାରେ ଉତ୍କର୍ଷ ଓଡିଶା ମେକ ଇନ ଓଡ଼ିଶା କନକ୍ଲେଭର ଉଦଘାଟନ ହେବ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଘର ଭିତରେ ରକ୍ତାକ୍ତ ମୃତଦେହ

ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ

ପାଲଲହଡା : ପରକୀୟା ପ୍ରୀତି ହେଲା କାଳ । ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ । ଖମାର ଥାନା ସିଆରିମାଳିଆ...

ADVERTISEMENT
ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ଦୁର୍ଘଟଣା ; ଚାଲିଗଲା ଗୋଟିଏ ପରିବାରର ୬ ଜଣଙ୍କ ଜୀବନ

ଉତ୍ତରପ୍ରଦେଶ ; ଉତ୍ତରପ୍ରଦେଶର ମୋରାଦାବାଦରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଯେଉଁଥିରେ ଗୋଟିଏ ପରିବାରର ୬ ସଦସ୍ୟଙ୍କର ମୃତ୍ୟୁ ଘଟିଛି । ଏକ ଦ୍ରୁତଗାମୀ...

ଯୁବପିଢୀଙ୍କ କ୍ଷେତ୍ରରେ କାହିଁକି ବଢୁଛି ଆତ୍ମହତ୍ୟା ?

କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାଉରକେଲା : ଝୁଲନ୍ତା ଅବସ୍ଥାରେ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର । ଉଦିତନଗର ଥାନା ବାସନ୍ତୀ କଲୋନୀ ବାସଭବନରୁ ଉଦ୍ଧାର । କେଉଁ ପରିସ୍ଥିତିରେ ପୋଲିସ କର୍ମଚାରୀ ଏଭଳି...

Login