ଭୁବନେଶ୍ୱର : ଆସନ୍ତାକାଲିଠୁ ରାଜ୍ୟରେ ବଢ଼ିବ ବର୍ଷା ପରିମାଣ । ୨୭ ତାରିଖ ପର୍ୟ୍ୟନ୍ତ ରାଜ୍ୟରେ ଲାଗି ରହିବ ପ୍ରବଳରୁ ଅତିପ୍ରବଳ ବର୍ଷା । ଆଜି ସାରା ରାଜ୍ୟରେ ବର୍ଷା ନେଇ ୟେଲୋ ୱାଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ବିଜୁଳି, ଘଡଘଡି ସହ ବର୍ଷା ନେଇ ୭ ଜିଲ୍ଲାକୁ ୟେଲୋ ଆଲର୍ଟ ହୋଇଛି । ସେହିପରି ବାକି ୨୩ ଜିଲ୍ଲାରେ ବିଜୁଳି ସହ ଘଡଘଡି ନେଇ ୟେଲୋ ୱାଣ୍ଣିଂ ଜାରି ହୋଇଛି । କିଛି ସ୍ଥାନରେ ଘଣ୍ଟାପ୍ରତି ୩୦ ରୁ ୪୦ କିଲୋମିଟର ବେଗରେ ପବନ ବହିପାରେ । ଆସନ୍ତାକାଲି ଅତିପ୍ରବଳ ବର୍ଷା ନେଇ ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଅତିପ୍ରବଳ ବର୍ଷା ବର୍ଷା ପାଇଁ କେନ୍ଦୁଝର, ମୟୂରଭଞ୍ଜ, କୋରାପୁଟ ଏବଂ ମାଲକାନଗିରିକୁ ଅରେଞ୍ଜ ଆଲର୍ଟ ହୋଇଛି । କିଛି କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି । ସେହିପରି ବିଜୁଳି, ଘଡଘଡି ସହ ବର୍ଷା ନେଇ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ତେବେ ୨୫ ତାରିଖରେ ଭୀଷଣ ବର୍ଷା ପାଇଁ ଦୁଇ ଜିଲ୍ଲା ମୟୂରଭଞ୍ଜ ଏବଂ କେନ୍ଦୁଝରକୁ ରେଡ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।
ଆସନ୍ତାକାଲିଠୁ ବଢିବ ବର୍ଷାର ପରିମାଣ, ୨୭ ତାରିଖ ଯାଏଁ ବର୍ଷା
Facebook
Twitter
LinkedIn
Facebook
Twitter
LinkedIn
Recent News
Best Live Casino Games Evolution Games
From my experience, it can be hard as a beginner to know which live dealer games to play. Operators must...
Valor Bet App Biggest playing feel
It is crucial to identify trustworthy aviator betting websites to experience a safe and uninterrupted gaming environment. Numerous platforms in...
Divertimento_assicurato_e_chicken_road_in_questa_sfida_a_evitare_pericoli_sulla
Divertimento assicurato e chicken road in questa sfida a evitare pericoli sulla strada virtualeLa Meccanica di Base e le Strategie...







