The Ultimate Managed Hosting Platform
ADVERTISEMENT

ଆସନ୍ତାକାଲିଠୁ ସକାଳୁଆ ସ୍କୁଲ

Facebook
Twitter
LinkedIn

ଭୁବନେଶ୍ୱର : ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମ ପ୍ରବାହ। ଏହାକୁ ଦୃଷ୍ଟିରେ ରଖି ଆସନ୍ତାକାଲିଠୁ ସକାଳୁଆ ସ୍କୁଲ । ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ପ୍ରଥମରୁ ଦ୍ବାଦଶ ଶ୍ରେଣୀ ପର୍ୟ୍ୟନ୍ତ ପିଲାଙ୍କର ହେବ ସକାଳୁଆ କ୍ଲାସ୍। ସକାଳ ୭ରୁ ୧୧ଟା ୩୦ ଯାଏ ହେବ ମର୍ଣ୍ଣିଂ କ୍ଲାସ୍। ସ୍କୁଲରେ ଖରା ଦିନ ପାଇଁ ପଦକ୍ଷେପ ନିଆଯିବ । ପାଣି ବ୍ୟବସ୍ଥା, ଓଆରଏସର ବ୍ୟବସ୍ଥା କରାଯିବ। ସେହିପରି ହିଟୱେଭ୍ ହେଲେ ପଦକ୍ଷେପ ନିଆଯିବ ବୋଲି ପ୍ରାଥମିକ ଶିକ୍ଷା ବିଭାଗ ନିର୍ଦ୍ଦେଶକ କହିଛନ୍ତି ।
ଆଜି ସବୁଠୁ ଉତ୍ତପ୍ତ ସହର ହୋଇଛି ରାଜଧାନୀ ଭୁବନେଶ୍ୱର । ଭୁବନେଶ୍ୱରରେ ତାପମାତ୍ରା ୩୭.୨ ରେକର୍ଡ ଛୁଇଁଛି । ଆଗାମୀ ୨-୩ ଦିନ ୨-୩ ଡିଗ୍ରୀ ତାପମାତ୍ରା ବୃଦ୍ଧି ପାଇବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login