The Ultimate Managed Hosting Platform
ADVERTISEMENT

ଆସନ୍ତାକାଲି ଅତି ପ୍ରବଳ ବର୍ଷା !

Facebook
Twitter
LinkedIn

ଭୁବନେଶ୍ୱର : ଲଘୁଚାପ କ୍ଷେତ୍ର ପ୍ରଭାବରେ ୨୦ ତାରିଖ ଯାଏଁ ପ୍ରବଳ ବର୍ଷା ସମ୍ଭାବନା । ୧୮ ଓ ୧୯ ତାରିଖ ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ । ୧୮ରେ ମାଲକାନଗିରି, କୋରାପୁଟ ଓ ୧୯ରେ କୋରାପୁଟ, କଳାହାଣ୍ଡିକୁ ଆଲର୍ଟ ଜାରି । ୧୮ରୁ ୨୦ ତାରିଖ ଯାଏଁ ସମୁଦ୍ର ଭିତରକୁ ନ ଯିବାକୁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ ।
ଆସନ୍ତା କାଲି ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଆଉ ଏକ ଲଘୁଚାପ କ୍ଷେତ୍ର । ଉତ୍ତରପଶ୍ଚିମ ଏବଂ ଏହାର ପାର୍ଶ୍ବବର୍ତ୍ତୀ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା । ଏହାର ପ୍ରଭାବରେ ୧୮ ଓ ୧୯ ତାରିଖରେ ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ସହ କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବାନ ରହିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଜଙ୍ଗଲରେ ଯୁବକ ଯୁବତୀଙ୍କ ମୃତଦେହ

ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁ ; ଯବାନ ସ୍ୱାମୀ ଅଟକ

କୋରାପୁଟ : ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁକୁ ନେଇ ଯବାନ ସ୍ୱାମୀଙ୍କୁ ଅଟକ ରଖିଲା ପୋଲିସ । ଘର ଭିତରେ ପୋଡିଯାଇ ଆଇଆରବି ଯବାନଙ୍କ ପତ୍ନୀଙ୍କ ମୃତ୍ୟୁ ମାମଲା...

ADVERTISEMENT
ଓଏସଏସସି ସ୍କାମ ; ସିବିଆଇ ତଦନ୍ତ ଦାବି

CBI ଜାଲରେ RPF ହାବିଲଦାର

ରାଉରକେଲା : ସିବିଆଇ ଜାଲରେ ବନ୍ଧମୁଣ୍ଡା ଅଞ୍ଚଳର ଆରପିଏଫ ହାବିଲଦାର । ୧୫ ହଜାର ଟଙ୍କା ଲାଞ୍ଚ ନେଇ ଆରପିଏଫ ହାବିଲହାର ମହମ୍ମଦ ଇଜହାର କାବୁ ।...

Login