The Ultimate Managed Hosting Platform
ADVERTISEMENT

ଆସନ୍ତାକାଲି କେନ୍ଦୁଝର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

Facebook
Twitter
LinkedIn

ଘଟଗାଁ : କାଲି କେନ୍ଦୁଝର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ । ଘଟଗାଁ ମା ତାରିଣୀଙ୍କ ପରିକ୍ରମା ପ୍ରକଳ୍ପର ଶିଳାନ୍ୟାସ କରିବେ । ଏନେଇ ପ୍ରସ୍ତୁତି ଶେଷ ପର୍ୟ୍ୟାୟରେ ପହଂଚିଛି । ମୁଖ୍ୟମନ୍ତ୍ରୀ ହେବା ପରେ ଗତ ଜୁନ୍ ୨୧ ତାରିଖରେ ମା ତାରିଣୀଙ୍କ ଦର୍ଶନ କରିବା ସହ ପରିକ୍ରମା ପ୍ରକଳ୍ପ ପାଇଁ ସ୍ବତନ୍ତ୍ର ପ୍ୟାକେଜ ଘୋଷଣା କରିଥିଲେ । ପ୍ରାୟ ୩୦୦ କୋଟି ଟଙ୍କା ବ୍ୟୟ ଅଟକଳରେ ପ୍ରକଳ୍ପ କାର୍ୟ୍ୟ ହେବ । କାଲି ମା ତାରିଣୀଙ୍କ ଦର୍ଶନ କରିବା ପରେ ପରିକ୍ରମା ପ୍ରକଳ୍ପର ଶିଳାନ୍ୟାସ କରିବେ। ପରେ ଘଟଗାଁ ମିନି ଷ୍ଟାଡିୟମରେ ଉଦବୋଧନ ଦେବେ ମୁଖ୍ୟମନ୍ତ୍ରୀ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login