The Ultimate Managed Hosting Platform
ADVERTISEMENT

ଆସନ୍ତାକାଲି ଖୋଲିବ ରାଜ୍ୟର ସବୁ ସ୍କୁଲ

Facebook
Twitter
LinkedIn

ଭୁବନେଶ୍ୱର : ଆସନ୍ତା କାଲି ଅର୍ଥାତ ବୁଧବାର ରାଜ୍ୟରେ ଖୋଲିବ ସବୁ ସ୍କୁଲ। ଶେଷ ହୋଇଛି ଖରାଛୁଟି। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ରାଜ୍ୟର ସମସ୍ତ ସରକାରୀ ଓ ବେସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଜୁନ ୧୯ରେ ଖୋଲିଥାନ୍ତା, କିନ୍ତୁ ପ୍ରବଳ ଗ୍ରୀଷ୍ମ ପ୍ରବାହ ପାଇଁ ସ୍କୁଲକୁ ଆଉ ଦୁଇ ଦିନ ଛୁଟି ଘୋଷଣା କରାଯାଇଥିଲା। ଏବେ ୨୧ତାରିଖରେ ସ୍କୁଲ ଖୋଲିବ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି। ପ୍ରବଳ ଖରାକୁ ଦୃଷ୍ଟିରେ ରଖି ସରକାର ଆଉ ଦୁଇ ଦିନ ଛୁଟି କରିବା ପାଇଁ ନିଷ୍ପତ୍ତି ନେଇଥିଲେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଘର ଭିତରେ ରକ୍ତାକ୍ତ ମୃତଦେହ

ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ

ପାଲଲହଡା : ପରକୀୟା ପ୍ରୀତି ହେଲା କାଳ । ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ । ଖମାର ଥାନା ସିଆରିମାଳିଆ...

ADVERTISEMENT
ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ଦୁର୍ଘଟଣା ; ଚାଲିଗଲା ଗୋଟିଏ ପରିବାରର ୬ ଜଣଙ୍କ ଜୀବନ

ଉତ୍ତରପ୍ରଦେଶ ; ଉତ୍ତରପ୍ରଦେଶର ମୋରାଦାବାଦରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଯେଉଁଥିରେ ଗୋଟିଏ ପରିବାରର ୬ ସଦସ୍ୟଙ୍କର ମୃତ୍ୟୁ ଘଟିଛି । ଏକ ଦ୍ରୁତଗାମୀ...

ଯୁବପିଢୀଙ୍କ କ୍ଷେତ୍ରରେ କାହିଁକି ବଢୁଛି ଆତ୍ମହତ୍ୟା ?

କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାଉରକେଲା : ଝୁଲନ୍ତା ଅବସ୍ଥାରେ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର । ଉଦିତନଗର ଥାନା ବାସନ୍ତୀ କଲୋନୀ ବାସଭବନରୁ ଉଦ୍ଧାର । କେଉଁ ପରିସ୍ଥିତିରେ ପୋଲିସ କର୍ମଚାରୀ ଏଭଳି...

Login