The Ultimate Managed Hosting Platform
ADVERTISEMENT

ଆସନ୍ତାକାଲି ଘୋଷଣା ହେବ ନିର୍ବାଚନ ତାରିଖ

Facebook
Twitter
LinkedIn

ନୂଆଦିଲ୍ଲୀ : ଆସନ୍ତାକାଲି ହେବ ୨୦୨୪ ନିର୍ବାଚନ ପାଇଁ ତାରିଖ ଘୋଷଣା । ଅପରାହ୍ନ ୩ଟାରେ ନିର୍ବାଚନ ତାରିଖ ଘୋଷଣା ହେବ । ନିର୍ବାଚନ କମିଶନଙ୍କ ବୈଠକ ପରେ ଏହି ନିଷ୍ପତ୍ତି ନିଆଯାଇଛି । ଏଥିରେ ଉଭୟ ଲୋକସଭା ଓ ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା କରାଯିବ । ଆସନ୍ତାକାଲି ଅପରାହ୍ନ ୩ଟାରେ ନିର୍ବାଚନ ଆୟୋଗ ଏକ ସାମ୍ବାଦିକ ସମ୍ମିଳନୀ କରି ଲୋକସଭା ନିର୍ବାଚନ ୨୦୨୪ ଓ କିଛି ରାଜ୍ୟ ବିଧାନସଭା ନିର୍ବାଚନ ର କାର୍ୟ୍ୟସୂଚୀ ଘୋଷଣା କରିବେ। ନିର୍ବାଚନ କମିଶନଙ୍କ ସୋସିଆଲ ମିଡିଆ ପ୍ଲାଟଫର୍ମରେ ଏହାର ସିଧା ପ୍ରସାରଣ କରାଯିବ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login