The Ultimate Managed Hosting Platform
ADVERTISEMENT

ଆସନ୍ତାକାଲି ଫେରିବେ ସୁନୀତା ୱିଲିୟମସ୍, ସୂଚନା ଦେଲା ନାସା

Facebook
Twitter
LinkedIn

ନୂଆଦିଲ୍ଲୀ : ଆସନ୍ତାକାଲି ପୃଥିବୀକୁ ଫେରିବେ ସୁନୀତା ୱିଲିୟମ୍ସ । ସୂଚନା ଦେଇଛି ନାସା । ୧୯ରେ ଫେରିବାର ଥିଲା । କିନ୍ତୁ ପରିବେଶ ଅନୁକୂଳ ଯୋଗୁ ଆସନ୍ତାକାଲି ଫେରିବେ । ଫ୍ଲୋରିଡା କୋଷ୍ଟରେ ଅବତରଣ କରିବ ସ୍ପେସ୍ କ୍ରାଫ୍ଟ । ଆଜି ଆନ୍ତର୍ଜାତିକ ମହାକାଶ କେନ୍ଦ୍ରରୁ ବାହାରିବ ଡ୍ରାଗନ ସ୍ପେସ୍ କ୍ରାଫ୍ଟ । କାଲି ସଂଧ୍ୟା ୫ଟା ୫୭ରେ ଫ୍ଲୋରିଡ଼ା କୋଷ୍ଟରେ ପହଞ୍ଚିବ । ୯ ମାସ ହେଲା ଆଇଏସଏସ ରେ ଫିସି ରହିଛନ୍ତି ଭାରତୀୟ ବଂଶୋଦ୍ଭବ ମହାକାଶଚାରୀ ସୁନିତା ୱିଲିୟମ୍ସ ଓ ସାଥୀ ୱିଲ୍ ବୁଚ୍ ମୋର୍। ଉଭୟ ପୃଥିବୀକୁ ଫେରିବା ପାଇଁ ପ୍ରକ୍ରିୟା ଆରମ୍ଭ ହୋଇ ସାରିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ଲିଭ-ଇନରେ ରହୁଥିବା ପ୍ରେମୀ ଯୁଗଳଙ୍କ ପାଇଁ ରାୟ ଶୁଣାଇଲେ ସୁପ୍ରିମ କୋର୍ଟ

ୱକଫ ଆଇନ ସଂଶୋଧନ ପ୍ରସଙ୍ଗ : କେନ୍ଦ୍ରକୁ ସପ୍ତାହ ସମୟ ଦେଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ : ୱାକଫ ଆଇନ ମାମଲା ନେଇ ସୁପ୍ରିମକୋର୍ଟରେ ଶୁଣାଣି । ଜବାବ ଦାଖଲ ପାଇଁ କେନ୍ଦ୍ରକୁ ସପ୍ତାହ ପାଇଁ ସମୟ ଦେଲେ ସୁପ୍ରିମକୋର୍ଟ । ଜବାବ...

Login