The Ultimate Managed Hosting Platform
ADVERTISEMENT

ଆସନ୍ତାକାଲି ବନକଲାଗି ନୀତି, ୫ ଘଣ୍ଟା ବନ୍ଦ ରହିବ ଶ୍ରୀଜିଉଙ୍କ ଦର୍ଶନ

Facebook
Twitter
LinkedIn

ପୁରୀ : ଆସନ୍ତାକାଲି ଫାଲଗୁନ କୃଷ୍ଣ ଷଷ୍ଠୀ ତିଥି । ଏହି ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ଅପରାହ୍ନ ୫ଟାରୁ ରାତି ୧୦ଟା ପର୍ୟ୍ୟନ୍ତ ପର୍ୟ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଦ୍ବିପହର ଧୂପ ସରିବା ପରେ ଦତ୍ତ ମହାପାତ୍ର ସେବକମାନେ ମହାପ୍ରଭୁଙ୍କର ଶ୍ରୀମୁଖ ଶୃଙ୍ଗାର କରିବେ । ପରମ୍ପରା ଅନୁଯାୟୀ ଦ୍ବିତୀୟ ଭୋଗମଣ୍ଡପ ନୀତି ପରେ ଭିତରୁ ଜୟବିଜୟ ଦ୍ବାର ବନ୍ଦ କରାଯିବ । ଦତ୍ତ ମହାପାତ୍ର ସେବକ ବିଭିନ୍ନ ପ୍ରାକୃତିକ ରଙ୍ଗ ସହ ଭିତରେ ପ୍ରବେଶ କରିବେ । ରତ୍ନ ସିଂହାସନ ଉପରକୁ ଯାଇ ସେମାନେ ପ୍ରଭୁ ଶ୍ରୀବଳଭଦ୍ର, ଶ୍ରୀଜଗନ୍ନାଥ, ଦେବୀ ସୁଭଦ୍ରା ଏବଂ ଚକ୍ରରାଜ ଶ୍ରୀସୁଦର୍ଶନଙ୍କ ଶ୍ରୀମୁଖ ସିଂହାର କରିବେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବିମାନରେ ମଦ ପିଇ କ୍ରୁ ମେମ୍ବରଙ୍କୁ ଗାଳି କଲେ ୨ ଯାତ୍ରୀ

ଏୟାର ଇଣ୍ଡିଆ ବିମାନରେ ପୁଣି ଯାନ୍ତ୍ରିକ ତ୍ରୁଟି, ରନୱେରୁ ଫେରିଗଲା ବିମାନ

ନୂଆଦିଲ୍ଲୀ : ଇନ୍ଦୋରରୁ ଭୁବନେଶ୍ବର ଆସୁଥିବା ଇଣ୍ଡିଗୋ ବିମାନରେ ଯାନ୍ତ୍ରିକ ତ୍ରୁଟି । ରନୱେରୁ ଫେରିଲା ବିମାନ । ବିମାନରେ ଥିଲେ ୧୪୦ ଯାତ୍ରୀ । ବିମାନରେ...

ADVERTISEMENT
ସପାର ୩ ବିଧାୟକ ବିଦା

ସପାର ୩ ବିଧାୟକ ବିଦା

ନୂଆଦିଲ୍ଲୀ : ସମାଜବାଦୀ ପାର୍ଟିର ୩ ବିଧାୟକ ଦଳରୁ ବହିଷ୍କୃତ । ୩ ବିଧାୟକଙ୍କୁ ବିଦା କଲା ସମାଜବାଦୀ ପାର୍ଟି । ଅଭୟ ସିଂହ, ରାଜେଶ ସିଂହ...

Login