The Ultimate Managed Hosting Platform
ADVERTISEMENT

ଆସନ୍ତାକାଲି ମହାପ୍ରଭୁଙ୍କ ବନକଲାଗି ନୀତି, ୪ ଘଣ୍ଟା ବନ୍ଦ ରହିବ ଦର୍ଶନ

Facebook
Twitter
LinkedIn

ପୁରୀ: ଆସନ୍ତାକାଲି ମହାପ୍ରଭୁଙ୍କ ବନକଲାଗି ନୀତି । ଆସନ୍ତାକାଲି ଅର୍ଥାତ ବୁଧବାର କାର୍ତ୍ତିକ-କୃଷ୍ଣ ଦଶମୀ ମଳ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ପାଇଁ ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ। ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ବୁଧବାର ଅପରାହ୍ଣ ୫ଟାରୁ ରାତି ୯ଟା ଯାଏଁ ବନ୍ଦ ରହିବ ସାଧାରଣ ଦର୍ଶନ। ରାତି ୯ଟା ପରେ ଦର୍ଶନ ସ୍ବାଭାବିକ ହେବ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login