The Ultimate Managed Hosting Platform
ADVERTISEMENT

ଆସନ୍ତାକାଲି ମହାପ୍ରଭୁଙ୍କ ବନକଲାଗି ନୀତି , ୫ ଘଣ୍ଟା ବନ୍ଦ ରହିବ ଦର୍ଶନ

Facebook
Twitter
LinkedIn

ପୁରୀ : ଆସନ୍ତାକାଲି ୫ ତାରିଖ ବୁଧବାର ଫାଲଗୁନ କୃଷ୍ଣ ଷଷ୍ଠୀ ତିଥିରେ ଶ୍ରୀବିଗ୍ରହମାନଙ୍କର ବନକଲାଗି ନୀତି ବା ଶ୍ରୀମୁଖ ଶୃଙ୍ଗାର ନୀତି ଅନୁଷ୍ଠିତ ହେବ। ଦ୍ୱିତୀୟ ଭୋଗମଣ୍ଡପ ଭୋଗ ନୀତି ଶେଷ ହେବାପରେ ଏହି ଗୁପ୍ତନୀତି ଅନୁଷ୍ଠିତ ହେବ। ଏଣୁ ଆପାତତଃ ଅପରାହ୍ନ ୫ ଘଟିକା ଠାରୁ ରାତ୍ର ୧୦ ଘଟିକା ପର୍ୟ୍ୟନ୍ତ ପ୍ରାୟ ୫ଘଣ୍ଟା ପାଇଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଏ ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ପ୍ରଦାନ କରାଯାଇଅଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login